Posted inଖେଳ

ଅଷ୍ଟ୍ରେଲିଆନ୍ ଓପନ ଜିତିଲେ ଜାନିକ୍ ସିନର, ରୋମାଞ୍ଚକର ଫାଇନାଲରେ ଡାନିଏଲ ମେଡଭେଡେଭଙ୍କୁ କଲେ ପରାସ୍ତ

ନୂଆଦିଲ୍ଲୀ, ୨୮।୧: ଅଷ୍ଟ୍ରେଲିଆନ୍ ଓପନରେ ପୁରୁଷ ସିଙ୍ଗଲ୍ସ ଫାଇନାଲ ମ୍ୟାଚର ନିର୍ଣ୍ଣାୟକ ସେଟରେ ଜାନିକ୍ ସିନର୍ ଡାନିଏଲ ମେଡଭେଡେଭଙ୍କୁ ପରାସ୍ତ କରିଛନ୍ତି। ଋଷର ଟେନିସ୍ ଏସ୍ ମେଡଭେଡେଭ୍ ଦୁଇଥର ପ୍ରଥମ ଦୁଇ ସେଟରେ ପ୍ରାଧାନ୍ୟ ବିସ୍ତାର କରିଥିଲେ ମଧ୍ୟ ଇଟାଲୀୟ ଜାନିକ୍ ସିନର ଦୃଢ଼ ପ୍ରତ୍ୟାବର୍ତ୍ତନ କରିଥିଲେ। ତୃତୀୟ ଏବଂ ଚତୁର୍ଥ ସେଟକୁ ସମାନ ସ୍କୋର ୬-୪ ରେ ଜିତିଥିଲେ। ଏହାପରେ ଶେଷ ସେଟକୁ ୬-୩ରେ ଜିତି କ୍ୟାରିୟରର ପ୍ରଥମ ଗ୍ରାଣ୍ଡସ୍ଲାମ ଟ୍ରଫି ଜିତିଥିଲେ।

ଏହି ରୋମାଞ୍ଚକର ମ୍ୟାଚ୍ ତିନି ଘଣ୍ଟା ୪୪ ମିନିଟ ପର୍ୟ୍ୟନ୍ତ ଚାଲିଥିଲା। ପ୍ରଥମ ଦୁଇ ସେଟ ଜିତିବା ପରେ ମଧ୍ୟ ପରାଜୟର ସାମ୍ନା କରିଥିବା ତୃତୀୟ ସିଡ ମାନ୍ୟତାପ୍ରାପ୍ତ ଋଷର ମେଡଭେଡେଭଙ୍କ ପାଇଁ ଏକ ବଡ଼ ଝଟକା। ଅଷ୍ଟ୍ରେଲିଆନ୍ ଓପନ ୨୦୨୨ରେ ମଧ୍ୟ ମେଡଭେଡେଭ ରାଫେଲ ନାଡେଲଙ୍କ ବିପକ୍ଷରେ ପ୍ରଥମ ଦୁଇ ସେଟରେ ଅଗ୍ରଣୀ ହାସଲ କରିଥିଲେ, କିନ୍ତୁ ଶେଷ ସେଟରେ ରାଫେଲ ପ୍ରତ୍ୟାବର୍ତନ କରି ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ…

ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର…

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?