Posted inଖେଳ

ଅଷ୍ଟ୍ରେଲିଆନ ଓପନ କ୍ୱାଲିଫାୟର: ରାମକୁମାର, ଅଙ୍କିତା ଦ୍ୱିତୀୟ ରାଉଣ୍ଡରେ

ମେଲବୋର୍ନ, ୧୧ା୧ (ପି.ଟି.)-ଭାରତୀୟ ଟେନିସ ଖେଳାଳି ରାମକୁମାର ରମାନାଥନ ଓ ଅଙ୍କିତା ରାଇନା ଅଷ୍ଟ୍ରେଲିଆନ ଓପନ କ୍ୱାଲିଫାୟର୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଏପର୍ଯ୍ୟନ୍ତ ଏକ ଗ୍ରାଣ୍ଡସ୍ଲାମ ମୁଖ୍ୟ ଡ୍ର’ରେ ପଦାର୍ପଣ କରିପାରି ନ ଥିବା ରାମକୁମାର ୧୦ସିଡ୍‌ ତଥା ଆର୍ଜେଣ୍ଟିନାର ଫାକୁଣ୍ଡୋ ବାଗିନ୍ସଙ୍କୁ ୭-୬ (୬), ୭-୫ ସେଟ୍‌ରେ ହରାଇ ଦେଇଛନ୍ତି। ପୁରୁଷ ସିଙ୍ଗଲ୍ସର ଏହି ପ୍ରଥମ ରାଉଣ୍ଡ ମ୍ୟାଚ ଏକଘଣ୍ଟା ଓ ୫୩ ମିନିଟ ଧରି ଚାଲିଥିଲା। ମହିଳା ସିଙ୍ଗଲ୍ସରେ ଅଙ୍କିତା ହଙ୍ଗେରୀର ରେକା ଲୁକା ଜାନିଙ୍କୁ ୬-୨, ୬-୨ ସେଟ୍‌ରେ ପରାସ୍ତ କରିଛନ୍ତି। ପୁରୁଷ ସିଙ୍ଗଲ୍ସ ମୁଖ୍ୟ ଡ୍ର ପାଇଁ ସୁମିତ ନାଗାଲ ପୂର୍ବରୁ ଓ୍ବାଇଲ୍ଡ କାର୍ଡ ଏଣ୍ଟ୍ରି ପାଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଲିମ୍ପିକ୍ସରେ ଭାଗ ନେବେନି କୋଲ୍‌ମ୍ୟାନ

ଜେନେଭା, ୧୭ା୪(ଏପି)- ଆମେରିକାନ୍‌ ସ୍ପ୍ରିଣ୍ଟର ଖ୍ରିଷ୍ଟିଆନ୍‌ କୋଲ୍‌ମ୍ୟାନ ଅଲିମ୍ପିକ୍ସରେ ଭାଗ ନେଇପାରିବେ ନାହିଁ। ଜାଣିଶୁଣି ଡୋପିଂ ଟେଷ୍ଟ ଦେଇ ନ ଥିବାରୁ ତାଙ୍କ ଉପରେ୧୦୦ମିଟର ବିଶ୍ୱଚାମ୍ପିୟନଙ୍କୁ...

ଯାଦବଙ୍କ ସ୍ଥାନରେ ନଟରାଜନ

ସିଡନୀ,୧।୧: ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟରେ ଭାରତୀୟ ଦଳରେ ପରିବର୍ତ୍ତନସ୍ବରୂପ ଉମେଶ ଯାଦବଙ୍କ ସ୍ଥାନରେ ଟି ନଟରାଜନଙ୍କୁ ସୁଯୋଗ ମିଳିଛି। ଯାଦବ ଆହତ ହୋଇଥିବା ଯୋଗୁ...

ମୋଲେମା ୧୪ତମ ଷ୍ଟେଜ୍‌ ବିଜେତା

ପ୍ୟାରିସ, ୧୧|୭ : ନେଦରଲାଣ୍ଡ୍ସର ବାଉକେ ମୋଲେମା ଟୁର୍‌ ଡି’ ଫ୍ରାନ୍ସ ସାଇକେଲ ରେସ୍‌ର ୧୪ତମ ଷ୍ଟେଜ୍‌ ବିଜେତା ହୋଇଛନ୍ତି। ଜେନେରାଲ କ୍ଲାସିଫିକେଶନରେ ଫ୍ରାନ୍ସର ଗୁଇଲାମ...

ନ୍ୟୁଜିଲାଣ୍ଡ ବିପକ୍ଷରେ ପଦାର୍ପଣ କରିଥିବା ପୂର୍ବତନ ଭାରତୀୟ କ୍ରିକେଟର୍‌ଙ୍କ ପରଲୋକ

ମୁମ୍ବାଇ, ୧୫।୯: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଲ୍‌ରାଉଣ୍ଡର ସଦାଶିବ ରାଓଜୀ ପାଟିଲଙ୍କ ମଙ୍ଗଳବାର ପରଲୋକ ଘଟିଛି। କୋହ୍ଲାପୁରସ୍ଥିତ ନିଜ ବାସଭବନରେ ୮୬ ବର୍ଷ ବୟସରେ...

ମେ ଶେଷ ସୁଦ୍ଧା ଜାତୀୟ କ୍ୟାମ୍ପ ଆରମ୍ଭ କରିବାକୁ ଯୋଜନା ରହିଛି: କ୍ରୀଡ଼ାମନ୍ତ୍ରୀ

ନୂଆଦିଲ୍ଳୀ୩।୫(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ବନ୍ଦ କରାଯାଇଥିବା ଜାତୀୟ ପ୍ରଶିକ୍ଷଣ ଶିବିରକୁ ପୁଣି ଆରମ୍ଭ କରିବାକୁ ଯୋଜନା ରହିଛି ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ...

ଡେଜାନ ପାପିକ୍‌ ଟିଟି’ର ନୂଆ ମୁଖ୍ୟ କୋଚ୍‌

ନୂଆଦିଲ୍ଲୀ, ୨୩ା୭ (ପି.ଟି.)-କାନାଡାର ଡେଜାନ୍‌ ପାପିକ୍‌ ଜାତୀୟ ଟେବୁଲ ଟେନିସ (ଟିଟି) ଦଳର ନୂଆ ମୁଖ୍ୟ କୋଚ୍‌ ହେବେ। ମଙ୍ଗଳବାର ତାହା ସ୍ପଷ୍ଟ ହୋଇଛି। ସ୍ପୋଟର୍‌ସ...

ଲାରାଙ୍କୁ ପଛରେ ପକାଇଲେ ହୋଲ୍ଡର

ସାଉଥାମ୍ପଟନ, ୧୩।୭- କରୋନା ଲାଗି ଦୀର୍ଘ ୪ ମାସ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌ ପ୍ରତ୍ୟାବର୍ତ୍ତନ କରିଥିବାବେଳେ ଘରୋଇ ଇଂଲଣ୍ଡକୁ ପ୍ରଥମ ଟେଷ୍ଟରେ ୪ ଉଇକେଟ୍‌ରେ ପରାସ୍ତ...

କଲ୍‌ଡ୍ରନରେ ପ୍ରଥମ ଥର ବ୍ୟବହାର ହେଉଛି ହାଇଡ୍ରୋଜେନ୍‌

ଟୋକିଓ, ୨୪ା୭ (ଏପି)-ସୂର୍ଯ୍ୟଙ୍କ ଦ୍ୱାରା ଅନୁପ୍ରାଣିତ ହୋଇ ଏଥର ଅଲିମ୍ପିକ କଲ୍‌ଡ୍ରନକୁ ସ୍ବତନ୍ତ୍ର ଭାବେ ଡିଜାଇନ୍‌ କରାଯାଇଛି। ଅଲିମ୍ପିକ ଅଗ୍ନିଶିଖାର ପ୍ରଜ୍ୱଳନ ପାଇଁ ଜାଳେଣି ରୂପେ...

Advertisement
Archives

Model This Week