Posted inଖେଳ

ଆଣ୍ଡ୍ରିୟୁ ସାଇମଣ୍ଡସଙ୍କ ପରଲୋକରେ କ୍ରିକେଟ ଜଗତରେ ଶୋକର ଛାୟା

ନୂଆଦିଲ୍ଲୀ,୧୫ ।୫: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଆଣ୍ଡ୍ରିୟୁ ସାଇମଣ୍ଡସଙ୍କର କାର ଦୁର୍ଘଟଣାରେ ୪୬ ବର୍ଷ ବୟସରେ ପରଲୋକ ହୋଇଛି । ଏହି ଖବର ଜଣାପଡିବା ପରେ ସମସ୍ତେ ସ୍ତବ୍ଧ ହୋଇଯାଇଛନ୍ତି । ସାରା କ୍ରିକେଟ ଜଗତରେ ଶୋକର ଛାୟା ଖେଳି ଯାଇଛି । ଆଣ୍ଡ୍ରିୟୁ ସାଇମଣ୍ଡସଙ୍କ ପରଲୋକରେ ଆଇସିସି ଶୋକ ବ୍ୟକ୍ତ କରିଛି । ଆଇସିସି ଟୁଇଟ କରି କହିଛି ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଆଣ୍ଡ୍ରିୟୁ ସାଇମଣ୍ଡସଙ୍କ ପରଲୋକ ଖବର ବେଶ ଦୁଃଖଦ । ଆଇସିସି ତାଙ୍କ ପ୍ରିୟଜନ ଓ ପରିବାର ପ୍ରତି ସମବେଦନା ଜଣାଉଛି ।
କ୍ୱିଇନଲ୍ୟାଣ୍ଡ ପୋଲିସର ସୂଚନା ଅନୁଯାୟୀ, ଶନିବାର ରାତି ପ୍ରାୟ ୧୦ଟା ୩୦ରେ ଏଲିସ ରିଭର ବ୍ରିଜ୍ ନିକଟରେ ସାଇମଣ୍ଡସଙ୍କ କାର ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଏଥିରେ ସେ ଗୁରୁତର ହୋଇଥିଲେ । କାରଟି ପୋଲ ତଳକୁ ଖସିପଡିଥିଲା । ପୋଲିସ ସାଇମଣ୍ଡସଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ ବି ଡାକ୍ତରଙ୍କ ସମସ୍ତ ଚେଷ୍ଟା ବିଫଳ ହୋଇଥିଲା ଓ ଶେଷରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ରେ ପୋଲିସ ଚଢା଼ଉ: ୯ ଜୁଆଡ଼ି ଗିରଫ

ଦିଗପହଣ୍ଡି,୭|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଓଡ଼ାସିଙ୍ଗିି ଗ୍ରାମରେ ଚାଲିଥିବା ଜୁଆଆଡ୍ଡା ରେ ପୋଲିସ ଟିମ୍ ଅତର୍କିତ ଚଢ଼ାଉ କରି ୯ ଜୁଆଡିଙ୍କୁ ଗିରଫ…

ବାତ୍ୟା କ୍ଷୟକ୍ଷତି ଅନୁଧ୍ୟାନ କଲେ ପିସିସି ସଭାପତି, ମୋହନାର ବିକାଶ, ମୌଳିକ ସମସ୍ୟା ନେଇ ଉଠାଇଲେ ପ୍ରଶ୍ନ

ମୋହନା, ୭।୧୧(ମନ୍ମଥ ମିଶ୍ର): ଅର୍ଣ୍ଣବ ବାତ୍ୟା ପରେ ମୋହନା ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ପହଞ୍ଚିଥିଲେ କଂଗ୍ରେସର ପିସିସି ସଭାପତି ଭକ୍ତ ଚରଣ ଦାସ। ପ୍ରଥମେ…

ଘୁମୁସର ଗସ୍ତ କରନ୍ତୁ ମୁଖ୍ୟମନ୍ତ୍ରୀ: ସିଭିଲ ସୋସାଇଟି

ଭଞ୍ଜନଗର, ୭।୧୧ (ବାବୁଲା ପ୍ରଧାନ): ଘୁମୁସର ଅଞ୍ଚଳରେ ବନ୍ୟା, ବାତ୍ୟା ଓ ଭୂସ୍ଖଳନ ଭଳି ପ୍ରାକୃତିକ ବିପର୍ଯ୍ୟୟର ସ୍ଥାୟୀ ମୁକାବିଲା ସହ କ୍ଷତିଗ୍ରସ୍ତଙ୍କୁ ତ୍ୱରିତ ସହାୟତା ପ୍ରଦାନ…

ମାଛ ମାରିବାକୁ ଯାଇ ଆଉ ଫେରିଲେନି….

ଅତାବିରା,୭।୧୧(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ବୁଗବୁଗା(ଗମ୍ଭାଟିକ୍ରା) ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । ମାଛ ମାରିବାକୁ ଯାଇଥିବାବେଳେ ପୋଖରୀରେ ବୁଡ଼ି…

ସୀମାନ୍ତ ଗାଁର ସରକାରୀ ଜମି ଜବରଦଖଲ ଅଭିଯୋଗ: ଥାନା ଓ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା, ୭।୧୧ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ଜିଲା ସୀମାନ୍ତରେ ଥିବା ଦେଉଳଗୁଡ଼ି ଛକ ଏକ ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ଭାବେ ପରିଚିତ। ବଲାଙ୍ଗୀର…

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ପ୍ରିନ୍ସିପାଲ: ୩୦ ହଜାର ଟଙ୍କା ଲାଞ୍ଚ ନେବାବେଳେ …

ବଲାଙ୍ଗୀର, ୭।୧୧ (ସୁନିଲ କୁମାର ମହାନ୍ତି): ସହକାରୀ ଗେଷ୍ଟ ଇନ୍‌ଷ୍ଟ୍ରକ୍ଟରମାନଙ୍କୁ ନିୟମିତ ଦରମା ପ୍ରଦାନ କରିବା ପାଇଁ ସେମାନଙ୍କଠାରୁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବଲାଙ୍ଗୀର…

ଗଞ୍ଜାମର ୮ଟି ପ୍ରମୁଖ ରୁଟ୍‌ରେ ଗଡ଼ିବ ୨୫ ଇଲେକ୍ଟ୍ରିକ ବସ୍‌

ଛତ୍ରପୁର,୭ା୧୧(ଦିଲୀପ ସାମଲ): ଗଞ୍ଜାମ ଜିଲାର ନଗର ପରିବହନ ବ୍ୟବସ୍ଥାକୁ ଆଧୁନିକ ଓ ପରିବେଶ ଅନୁକୂଳ କରିବା ସହ ବିଭିନ୍ନ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଓ ଗୁରୁତ୍ୱପୂର୍ଣ୍ଣ ସ୍ଥାନକୁ ଉତ୍ତମ…

ପୂର୍ବରୁ ମିସିଂ, ଏବେ ‘ଗୋ ବ୍ୟାକ’ ହିଞ୍ଜିଳିରେ ଜୋର ଧରିଲା ରାଜନୈତିକ ଚର୍ଚ୍ଚା

ହିଞ୍ଜିଳିକାଟୁ,୭।୧୧(ଦ୍ୱିତୀକୃଷ୍ଣ ପଣ୍ଡା): ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକଙ୍କ ଗଞ୍ଜାମ ଜିଲା ଗସ୍ତକୁ ନେଇ ପୁଣି ଚର୍ଚ୍ଚାରେ ହିଞ୍ଜିଳିକାଟୁ। ପୂର୍ବରୁ ବନ୍ୟାଞ୍ଚଳ ପରିଦର୍ଶନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?