ବିଶ୍ୱକପ ଫାଇନାଲ ୨୦୨୩: ଯୋଗଦେବେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ!

ନୂଆଦିଲ୍ଲୀ, ୧୭।୧୧: ଚାଲିଥିବା ଦିନିକିଆ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦୁଇ ହେଭିୱେଟ୍ ଫାଇନାଲିଷ୍ଟ ଭାରତ ଏବଂ ଅଷ୍ଟ୍ରେଲିଆ ରବିବାର ଦିନ ଅହମ୍ମଦାବାଦରେ ମୁହାଁମୁହିଁ ହେବେ। ଏହି ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାକୁ ଥିବାବେଳେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜଙ୍କୁ ନିମନ୍ତ୍ରଣ କରାଯାଇଛି।

୨୦୦୩ ପରେ ଦ୍ୱିତୀୟ ଥର ଦୁଇ ଟିମ୍ ବିଶ୍ୱକପ ଫାଇନାଲରେ ଭେଟାଭେଟି ହେବେ। ୨୦ ବର୍ଷ ତଳେ ଭାରତ ହାରି ହାଇଥିବା ବେଳେ ଚଳିତ ଥର ଏହାର ମଧୁର ପ୍ରତିଶୋଧ ନେବା ଲକ୍ଷ୍ୟରେ ଖେଳିବ। ସେ ସମୟରେ ସୌରଭ ଗାଙ୍ଗୁଲି ଭାରତର ଅଧିନାୟକ ଥିବା ବେଳେ ରିକି ପଣ୍ଟିଂ ଅଷ୍ଟ୍ରେଲିଆର ନେତୃତ୍ୱ ନେଉଥିଲେ।

ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ପ୍ରଥମ ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ୭୦ ରନରେ ହରାଇ ଫାଇନାଲରେ ପହଞ୍ଚିଥିଲା। ଅନ୍ୟପଟେ ପ୍ୟାଟ କମିନ୍ସଙ୍କ ଦଳ ଦକ୍ଷିଣ ଆଫ୍ରିକାକୁ ୩ ୱିକେଟରେ ହରାଇ ଫାଇନାଲ ଆସିଛି।
ଫାଇନାଲ ପୂର୍ବରୁ ଦୁଇ ଦଳ ଲିଗ ପର୍ଯ୍ୟାୟରେ ଚେନ୍ନାଇର ଏମ. ଚିଦାମ୍ବରମ୍ ଷ୍ଟାଡିୟମରେ ଅନୁଷ୍ଠିତ ବିଶ୍ୱକପ୍‌ର ପଞ୍ଚମ ଗେମ୍‌ରେ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚରେ ଭାରତ ଅଷ୍ଟ୍ରେଲିଆକୁ ୬ ୱିକେଟରେ ପରାସ୍ତ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri