Posted inଖେଳ

ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଅଷ୍ଟ୍ରେଲିଆକୁ ଦ୍ୱିତୀୟ ଝଟ୍‌କା

ସିଡନୀ,୨୭।୧୦: ଇଂଲଣ୍ଡ ବିପକ୍ଷରେ ଗୁରୁତ୍ୱପୂର୍ଣ୍ଣ ଟି-୨୦ ବିଶ୍ୱକପ୍‌ ମ୍ୟାଚ୍‌ ପୂର୍ବରୁ ଅଷ୍ଟ୍ରେଲିଆକୁ ଲାଗିଛି ଆଉ ଏକ ଝଟ୍‌କା। ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ମାଥ୍ୟୁ ଓ୍ବେଡ୍‌ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୫ ସଦସ୍ୟ ବିଶିଷ୍ଟ ଦଳରେ ଏକମାତ୍ର ଉଇକେଟକିପର ଓ୍ବେଡ୍‌ଙ୍କଠାରେ ସାମାନ୍ୟ ଲକ୍ଷଣ ଦେଖାଯାଉଛି। ଏଣୁ ସେ ଇଂଲଣ୍ଡ ବିପକ୍ଷେରେ ଖେଳିପାରନ୍ତି ବୋଲି ଆଶା କରାଯାଉଛି।

କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହେବା ପରେ ଓ୍ବେଡ୍‌ ଅଷ୍ଟ୍ରେଲିଆର ଇନଡୋର ଟ୍ରେନିଂ ଅଧିବେଶନରେ ଭାଗ ନେଇ ନାହାନ୍ତି। ଏଭଳି ସ୍ଥିତିରେ ସେ ଯଦି ମ୍ୟାଚ୍‌ରେ ଖେଳି ନ ପାରନ୍ତି ତେବେ ଡେଭିଡ୍‌ ଓ୍ବାର୍ନର କିମ୍ବା ଗ୍ଲେନ ମ୍ୟାକ୍ସଓ୍ବେଲ୍‌ ଇଂଲଣ୍ଡ ବିପକ୍ଷରେ ଉଇକେଟକିପର ଦାୟିତ୍ୱ ଗ୍ରହଣ କରିବେ ବୋଲି କୁହାଯାଉଛି।

ପୂର୍ବରୁ ଅଷ୍ଟ୍ରେଲିଆର ଆଡାମ ଜାମ୍ପା କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ସେ ଅଷ୍ଟ୍ରେଲିଆର ଶେଷ ମୁକାବିଲାରେ ଖେଳି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ଆଜି ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ବର୍ଷା ବିଗାଡ଼ି ପାରେ ମ୍ୟାଚ୍‌

ଗୌହାଟି,୩୦।୩: ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ସୋମବାର IPL 2026ରେ ସେମାନଙ୍କ ଅଭିଯାନ ଆରମ୍ଭ କରିବେ। ଏହି ମୁକାବିଲା ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

ରୋହିତ ଶର୍ମାଙ୍କ ବିସ୍ଫୋରକ ଇନିଂସ ଦେଖି ଏମିତି ବୟାନ ଦେଲେ ଯୁବରାଜ ସିଂହ, ହେଉଛି ଖୁବ ଭାଇରାଲ

ନୂଆଦିଲ୍ଲୀ,୩୦।୩: IPL 2026 ର ଦ୍ୱିତୀୟ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏକ ଧମାକାଦାର ଇନିଂସ ଖେଳି ରୋହିତ ଶର୍ମା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରୋହିତଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

ମ୍ୟାଚ ମଧ୍ୟଭାଗରେ ଖୋଲିଲା ରିଙ୍କୁ ସିଂହ ଭାଗ୍ୟ, ପ୍ରଥମ IPL ମ୍ୟାଚରେ ଘଟିଲା…

ନୂଆଦିଲ୍ଲୀ,୩୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ପରାଜୟ ବରଣ କରିଥିଲା। ଅଧିନାୟକ ଅଜିଙ୍କ୍ୟ ରାହାଣେ – ଯିଏ ତାଙ୍କ…

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri