Posted inଖେଳ

କୋନର ଜିତିଲେ ୯ମ ଷ୍ଟେଜ୍‌

ପ୍ୟାରିସ, ୫ା୭: ଅଷ୍ଟ୍ରେଲିଆର ବେନ୍‌ ଓ’ କୋନର ଟୁର୍‌ ଡି’ ଫ୍ରାନ୍ସ ସାଇକେଲ ରେସ୍‌ର ୯ମ ଷ୍ଟେଜ୍‌ ବିଜେତା ହୋଇଛନ୍ତି।
କ୍ଲସେସ୍‌ଠାରୁ ଟାଇଗ୍ନେସ ୧୪୪.୯ କିଲୋମିଟର ଦୂରତା ବିଶିଷ୍ଟ ଏହି ରେସ୍‌କୁ ସେ ୪ ଘଣ୍ଟା୨୬ ମିନିଟ୍‌ ୪୩ ସେକେଣ୍ଡ ଟାଇମିଂରେ ଶେଷ କରିଥିଲେ। ତାଙ୍କ ପଛକୁ ଯଥାକ୍ରମେ ଦ୍ୱିିତୀୟ ଓ ତୃତୀୟ ହୋଇଥିଲେ ଇଟାଲୀର ଦୁଇ ରାଇଡର ମାଟିଆ କାଟାନେଓ ଓ ସୋନି କଲବ୍ରେଲି। ୨୫ ବର୍ଷୀୟ କୋନର ଜେନେରାଲ କ୍ଲାସିଫିକେଶନରେ ଲିଡର ତଥା ୟେଲୋ ଜର୍ସି ବିଜେତା ଟାଡେଜ ପୋଗାକାରଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।
ଟୁର୍‌ର ଦ୍ୱିତୀୟ ମାଉଣ୍ଟେନ ଷ୍ଟେଜ୍‌ ଆରମ୍ଭ ହେବା ପୂର୍ବରୁ ଗତ ବର୍ଷର ରନର୍ସଅପ୍‌ ପ୍ରିମୋଜ୍‌ ରଗ୍‌ଲିକ୍‌ ଓ ମାଥ୍ୟୁ ଭାନ୍‌ଡର୍‌ ପୋଏଲ୍‌ ରେସ୍‌ରୁ ଓହରିଯାଇଥିଲେ। ଗତ ସୋମବାର ଓ୍ବେଷ୍ଟର୍ନ ବ୍ରିଟାନି ଅଞ୍ଚଳରେ ଦୁର୍ଘଟଣାରେ ରଗ୍‌ଲିକ୍‌ ଆହତ ହୋଇଥିଲେ। ସେହିଦିନଠାରୁ ସେ ପ୍ରତିଯୋଗିତାରେ ସଂଘର୍ଷ କରି ଆସୁଛନ୍ତି। ତେଣୁ ଜୁମ୍ବୋ-ଭିଷ୍ମା ଟିମ୍‌ ସ୍ଲୋଭେନିଆର ଏହି ଡ୍ରାଇଭରଙ୍କୁ ପ୍ରତ୍ୟାହାର କରିନେବାକୁ ନିଷ୍ପତ୍ତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ନା ପାକିସ୍ତାନ କିଏ ଜିତିବ ସ୍ବର୍ଣ୍ଣ ପଦକ? 2026 ଏସୀୟ କ୍ରୀଡାର ଫାଇନାଲରେ ମୁହାଁମୁହିଁ ହେବେ ଏମାନେ, ବୁଝନ୍ତୁ ଗଣିତ

ନୂଆଦିଲ୍ଲୀ,୧।୧୦: ୨୦୨୬ ଏସୀୟ କ୍ରୀଡ଼ାର ଫାଇନାଲ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି। କ୍ରିକେଟ ପଡ଼ିଆରେ ପୁଣିଥରେ ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ…

ଏସିଆନ ଗେମ୍ସରେ ପ୍ରଥମ ଥର ପାଇଁ ଘଟିବ ଏମିତି, ଗୋଲ୍ଡ ମେଡାଲ ପାଇଁ ମହାଲଢେଇ, ଜାଣନ୍ତୁ କେବେ…

ନୂଆଦିଲ୍ଲୀ, ୧।୧୦: ଜାପାନର ଆଇଚି-ନାଗୋୟାରେ ଚାଲିଥିବା ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ନିଜ ନିଜ…

ତୃତୀୟ ଦିନିକିଆ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, ସିରିଜରୁ ବାଦ୍ ପଡ଼ିଲେ…

ନୂଆଦିଲ୍ଲୀ,୩୦ା୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦୁଇଟି ମ୍ୟାଚ୍ ଶେଷ ହୋଇଛି । ପ୍ରଥମ ଦୁଇଟି ମ୍ୟାଚ୍ ଜିତି ଟିମ୍ ଇଣ୍ଡିଆ ସିରିଜ୍‌କୁ…

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ବୁମ୍‌ରା, ନିଜ ନାଁରେ କଲେ ଏହି ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧।୧୦: ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟରେ ଭାରତ ଦମଦାର ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଶ୍ରୀଲଙ୍କାକୁ ୧୨୪ ରନର ବଡ଼…

୫୫ ବର୍ଷର ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମିଶିକି କଲେ ବିଶ୍ୱରେକର୍ଡ

ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ…

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….

ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍‌ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?