Posted inଖେଳ

ବିଶ୍ୱକପରେ ଅଷ୍ଟ୍ରେଲିଆର ପ୍ରଥମ ବିଜୟ…

ଲକ୍ଷ୍ନୌ,୧୬।୧୦: ବିଶ୍ୱକପ ୨୦୨୩ର ୧୪ତମ ମ୍ୟାଚରେ ୫ ଥର ବିଶ୍ୱକପ ଚାମ୍ପିୟନ ଅଷ୍ଟ୍ରେଲିଆ ୧୯୯୬ ବିଜେତା ଶ୍ରୀଲଙ୍କାକୁ ୫ ଉଇକେଟ୍‌ରେ ପରାସ୍ତ କରିଛି। ପ୍ରଥମେ ଟସ୍‌ ଜିତି ଶ୍ରୀଲଙ୍କା ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୪୩.୩ ଓଭରରେ ୨୦୯ ରନ କରି ଶ୍ରୀଲଙ୍କା ସୀମିତ ରହିଥିଲା। ଏହାର ଜବାବରେ ଅଷ୍ଟ୍ରେଲିଆ ୩୫.୨ ଓଭରରେ ୫ ଉଇକେଟ୍‌ ହରାଇ ୨୧୫ ରନ ସ୍କୋର କରି ବିଜୟୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୬ ସହରରେ ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍‌ ଡେଲିଭରି ସେବା

ନୂଆଦିଲ୍ଲୀ ,୧୮ା୩:ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍‌ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ…

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri