Posted inଖେଳ

ଅଷ୍ଟ୍ରେଲିଆ ଆଗରେ ୩୧୨ ରନ୍‌ର ବିଜୟ ଟାର୍ଗେଟ୍‌

ଲକ୍ଷ୍ନୌ,୧୨।୧୦: ଲକ୍ଷ୍ନୌର ଇକାନା କ୍ରିକେଟ ଷ୍ଟାଡ଼ିୟମରେ ଖେଳାଯାଉଥିବା ୨୦୨୩ ବିଶ୍ୱକପ୍‌ର ଗୁରୁବାର ଦଶମ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ପ୍ରଥମେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇଁ ଦକ୍ଷିଣ ଆଫ୍ରିକା ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୭ ଉଇକେଟ ହରାଇ ୩୧୧ ରନ୍‌ କରିବାରେ ସକ୍ଷମ ହୋଇଛି। ଫଳରେ ଅଷ୍ଟ୍ରେଲିଆ ଆଗରେ ୩୧୨ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ଦକ୍ଷିଣ ଆଫ୍ରିକା।

ଦକ୍ଷିଣ ଆଫ୍ରିକାର ଦୁଇ ଓପନର କ୍ବିଣ୍ଟନ୍‌ ଡି.କକ୍‌ ଏବଂ ଅଧିନାୟକ ଟେମ୍ବା ବାଭୁମା ଆରମ୍ଭରୁ ଲଢୁଆ ବ୍ୟାଟିଂ କରି ଦଳକୁ ମଜବୁତ ଷ୍ଟାଟ୍‌ ଦେଇଥିଲେ। ଅନ୍ୟପକ୍ଷେ ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଶତକ ହାସଲ କରିଥିବା ଡି’କକ୍‌ ଅଷ୍ଟ୍ରେଲିଆ ବିପକ୍ଷରେ ମଧ୍ୟ ୧୧୩ ରନ୍‌ର ଧୂଆଁଧାର ଶତକୀୟ ଇଂନିସ୍‌ ଖେଳି ଥିଲେ। ଅଧିନାୟକ ବାଭୁମା ୩୫ ରନ୍‌ କରିଥିବା ବେଳେ ଆଉଡେନ୍‌ ମାର୍କରାମ ୫୬ ରନ୍‌ କରିଥିଲେ। ରସିଭାନ ଡେର୍‌ ଡୁସେନ ୨୬ ରନ୍‌ କରିଥିବା ବେଳେ ହେନେରିକ କ୍ଲାସେନ ୨୯ ରନ୍‌ କରିବାରେ ସକ୍ଷମ ହୋଇଥିଲେ। ଶେଷ ବେଳକୁ ଡେଭିଡ୍‌ ମିଲର୍‌ ୧୭ ରନ୍‌ କରିଥିବା ବେଳେ ମାର୍କୋ ଜାନସେନ୍‌ ୨୬ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇଂନିସ୍‌ ଖେଳିଥିଲେ। ଫଳରେ ଦକ୍ଷିଣ ଆଫ୍ରିକା ୩୧୧ ରନ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri