Posted inଖେଳ

ଅଷ୍ଟ୍ରେଲିଆକୁ ବିଶ୍ୱକପ୍‌ ଜିତାଇଥିବା ଟ୍ରାଭିସ ହେଡଙ୍କ ବର୍ଷକର ଝିଅଙ୍କୁ ବଳାତ୍କାର ଧମକ

ନୂଆଦିଲ୍ଲୀ,୨୧।୧୧: ୨୦୨୩ ବିଶ୍ୱକପ ଫାଇନାଲରେ ଅଷ୍ଟ୍ରେଲିଆରେ ଟ୍ରାଭିସ ହେଡ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଟାର୍ଗେଟକୁ ପିଛା କରିବା ବେଳେ ହେଡ ୧୫ ଚୌକା ଓ ୪ ଛକା ସହାୟତାରେ ୧୨୦ ବଲରେ ୧୩୭ ରନର ଇନିଂସ ଖେଳିଥିଲେ। ବର୍ତ୍ତମାନ ଅନେକ କ୍ରିକେଟ ପ୍ରଶଂସକ ଟ୍ରାଭିସ ହେଡଙ୍କ ସ୍ତ୍ରୀ ଜେସିକା ଡେଭିସ ଏବଂ ତାଙ୍କ ଝିଅକୁ ବଳାତ୍କାର ଧମକ ଦେଉଥିବାର ନଜର ଆସିଛନ୍ତି। ଭାରତ ବିପକ୍ଷ ଏକପାଖିଆ ମ୍ୟାଚ ଜିତିବାରେ ଅଷ୍ଟ୍ରେଲିଆରେ ହେଡ ସହଯୋଗ କରିଥିଲେ।
ସୋସିଆଲ ମିଡିଆରେ କିଛି ଫଟୋ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ପ୍ରଶଂସକମାନେ ଇନଷ୍ଟାଗ୍ରାମ ପୋଷ୍ଟର କମେଣ୍ଟରେ ଟ୍ରାଭିସ ହେଡଙ୍କ ଜେସିକା ଡେଭିସଙ୍କ ଦୁର୍ବ୍ୟବହାର କରୁଛନ୍ତି। ଲୋକମାନେ ଜେସିକାଙ୍କ ଫଟୋ ଉପରେ ଅଶ୍ଳୀଳ ମନ୍ତବ୍ୟ ଦେଉଛନ୍ତି। ଏଥିରେ ବଳାତ୍କାର ଧମକ ମଧ୍ୟ ସାମିଲ ଅଛି। ଅନେକ ଲୋକ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନଙ୍କ ଏକ ବର୍ଷର ଝିଅକୁ ମଧ୍ୟ ବଳାତ୍କାର ଧମକ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri