ହିମସ୍ଖଳନରେ ୮ ମୃତ୍ୟୁ

ଭିଏନା, ୬।୨: ଅଷ୍ଟ୍ରିଆରେ ହୋଇଥିବା ହିମସ୍ଖଳନରେ ଅତି କମରେ ଆଠ ଜଣଙ୍କର ମୃତ୍ୟୁ ଘଟିଛି। ପୋଲିସ ଏନେଇ ସୂଚନା ଦେଇଛି। ପୋଲିସର ସୂଚନାନୁସାରେ, ସ୍କୁଲ ଛୁଟି ସମୟରେ ଭିଏନାରେ ସ୍କି ରିସର୍ଟଗୁଡିକରେ ପ୍ରବଳ ଭିଡ଼ ଦେଖାଦେଇଛି। ପବନ ଏବଂ ତୁଷାରପାତ ଯୋଗୁ ହିମସ୍ଖଳନ ଆଶଙ୍କା ସୃଷ୍ଟି ହୋଇଛି।
ହିମସ୍ଖଳନରେ ୭ ଜଣ ସ୍କାଏର ନିଖୋଜ ଥିଲେ। ସ୍କାଏରଙ୍କୁ ଖୋଜିବା ପାଇଁ ଅତି କମରେ ୨୦୦ ଜଣ ଲୋକ, ୭ଟି ହେଲିକପ୍ଟର ନିୟୋଜିତ ଥିଲା। ଏହି ସମୟରେ ୭ ଜଣ ସ୍କାଏରଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଉଦ୍ଧାର କାର୍ଯ୍ୟ ସମୟରେ ୪ ଜଣ ଆହତ ହୋଇଥିବା ଜଣାପଡିଛି। ସେହିପରି ହିମସ୍ଖଳନରେ ଟାଇରୋଲ ରାଜ୍ୟର ଶିର୍ମିନ ମ୍ୟୁନିସିପାଲିଟିରେ ୫୮ ବର୍ଷୀୟ ଜଣେ ସ୍ଥାନୀୟ ନାଗରିକଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ପରଲୋକ

କେନ୍ଦୁଝର,୧୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ପ୍ରତିଷ୍ଠିତ ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ତାଙ୍କ…

ଇରାନ-ଚାଇନା ହେଲେ ନିକଟତର, ବଢିଲାଣି ଆମେରିକାର ଟେନସନ!

ତେହରାନ,୧୮।୪: ଇରାନ ଏବଂ ଚାଇନା ମଧ୍ୟରେ ବଢୁଥିବା ଘନିଷ୍ଠତା ଆମେରିକାର ଚିନ୍ତାକୁ ବୃଦ୍ଧି କରିଛି। ରିପୋର୍ଟ ଅନୁଯାୟୀ, ଗତ ତିନି ଦଶନ୍ଧି ଧରି, ଇରାନ ଚାଇନାର ବୈଷୟିକ…

୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ପୁଣି ହର୍ମୁଜ ପ୍ରଣାଳୀ ବନ୍ଦ କଲା ଇରାନ, ଆମରିକା ଉପରେ ଲଗାଇଲା ସାଂଘାତିକ ଅଭିଯୋଗ

ତେହରାନ,୧୮।୪: ଇରାନ ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବାର ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରିଛି। ଏହି ପଦକ୍ଷେପ ଦ୍ୱାରା ଏହାର ଅବରୋଧ ହଟିବ ନାହିଁ ବୋଲି ଆମେରିକା କହିବା…

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବା ପରେ କାହିଁକି ଦେଶକୁ ସମ୍ବୋଧିତ କରିବେ ମୋଦି? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୮।୪: ଦେଶରେ ମହିଳା ସଂରକ୍ଷଣ ବିଲକୁ ନେଇ ତୀବ୍ର ରାଜନୈତିକ ଉତ୍ତେଜନା ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତି ୮ଟା ୩୦ରେ ଦେଶକୁ ସମ୍ବୋଧିତ କରିବାକୁ…

ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ

ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ…

ହଠାତ୍‌ ନୀତିଶଙ୍କ ପୁଅଙ୍କୁ ମିଳିଲା ଉପମୁଖ୍ୟମନ୍ତ୍ରୀଙ୍କ ଭଳି ‘Z’ ସୁରକ୍ଷା, ବିହାର ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୧୮।୪: ବିହାରରେ ସୁରକ୍ଷା ବ୍ୟବସ୍ଥାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ପୂର୍ୱତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ ଏବଂ ପୂର୍ୱତନ ମନ୍ତ୍ରୀ ଶ୍ରବଣ କୁମାରଙ୍କ ସୁରକ୍ଷାକୁ ଆହୁରି…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri