ପ୍ରଧାନମନ୍ତ୍ରୀ ମୋଦି ଆସିଲେ ମୁଁ ନେବି କରୋନା ଟିକା: ଅଧିକାରୀଙ୍କ ଝାଳ ବୁହାଇଲେ ବ୍ୟକ୍ତି

ଭୋପାଳ,୨୬ ।୯: କରୋନା ମହାମାରୀକୁ ଦୂରେଇବା ପାଇଁ ଏବେ ସାରା ବିଶ୍ୱରେ ଚାଲିଛି ଟିକାକରଣ । ଭାରତ ଏହି ଦିଗରେ ଟିକେ ଆଗରେ ଥିବା ବେଳେ ଟିକାକରଣ ସମୟରେ ମଧ୍ୟପ୍ରଦେଶର ଧାର ଜିଲାରୁ ଏକ ଆଶ୍ଚର୍ଯ୍ୟ କଲାଭଳି ଖବର ଆସିଛି । ଧାର ଜିଲାର ଦାହି ବ୍ଲକ ଅନ୍ତର୍ଗତ କିକରୱାସ ଗାଁରେ ଲୋକଙ୍କୁ ଟିକା ଦେବାକୁ ଏକ ସ୍ୱାସ୍ଥ୍ୟ ଟିମ୍ ପହଞ୍ଚିଥିଲେ । ଏଠାରେ ଜଣକ ପରେ ଜଣେ ଟିକା ନେଉଥିଲା ବେଳେ ଏମିତି ଜଣେ ବ୍ୟକ୍ତିଙ୍କ ପାଳି ପଡିଲା ଯିଏକି ଟିକା ଦେବାକୁ ଯାଇଥିବା ଅଧିକାରୀଙ୍କ ଝାଳ ବୁହାଇଦେଲେ । ଏହା ଏକ ଆଦିବାସୀ ବହୁଳ ଗାଁ ହାଇଥିବା ବେଳେ ଏଠାରେ ଜଣେ ବ୍ୟକ୍ତି ଟିକା ନେବା ସମୟରେ ଜଣେ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତି ଚାହିଁଥିଲେ । ହେଲେ କିଛି ସମୟ ପରେ ସେ ତାଙ୍କର ରୂପ ବଦଳାଇ କହିଥିଲେ କି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାମ୍ନାରେ ସେ ଟିକା ନେବେ । ଯାହା ସ୍ୱାସ୍ଥ୍ୟ ଅଧିକାରୀଙ୍କ ପାଇଁ ସମ୍ଭବ ନ ଥିଲା । ଏବେ ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri