ପେଜର ଆକ୍ରମଣ ପାଇଁ ଅନୁମତି ଦେଇଥିଲି: ନେତାନ୍ୟାହୁ

ଜେରୁଜେଲମ୍‌,୧୧ା୧୧: ଲେବାନନ୍‌ରେ ପେଜର ଆକ୍ରମଣ ପାଇଁ ଅନୁମତି ଦେଇଥିଲେ ବୋଲି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ କ୍ୟାବିନେଟ୍‌ ବୈଠକରେ ସ୍ବୀକାର କରିଛନ୍ତି। ଗତ ସେପ୍ଟେମ୍ବର ୧୭ ଓ ୧୮ରେ ଅନେକ ହଜାର ପେଜର ଏବଂ ଓ୍ବାକିଟକି ବିସ୍ଫୋରଣ କରାଯାଇଥିଲା। ଏହି ଆକ୍ରମଣରେ ୪୦ ଜଣ ହେଜବୋଲ୍ଲା ସଦସ୍ୟଙ୍କ ମୃତ୍ୟୁ ଘଟିବା ସହ ୩,୦୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ହେଜ୍‌ବୋଲ୍ଲା ସଦସ୍ୟମାନେ ବ୍ୟବହାର କରୁଥିବା ଏହି ପେଜରଗୁଡ଼ିକରେ ଜିପିଏସ୍‌ କ୍ଷମତା, ମାଇକ୍ରୋଫୋନ୍‌ କି କ୍ୟାମେରା ନ ଥିଲା। ହେଜ୍‌ବୋଲ୍ଲା ନେତା ହାସନ ନସ୍‌ରଲ୍ଲାଙ୍କୁ ମଧ୍ୟ ଇସ୍ରାଏଲ୍‌ ହତ୍ୟା କରିଥିବା ନେତାନ୍ୟାହୁ ରବିବାର ସ୍ପଷ୍ଟ କରିଛନ୍ତି। ତାଙ୍କ ନିର୍ଦ୍ଦେଶକ୍ରମେ ଇସ୍ରାଏଲୀ ସେନା ବେରୁଟ୍‌ରେ ଆକ୍ରମଣ କରିବାରୁ ନସ୍‌ରଲ୍ଲା ନିହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଏକାସାଙ୍ଗରେ ଗଠନ ହେବ ୬ ଗ୍ରହଙ୍କ ବିରଳ ମହାସଂଯୋଗ: ମାଲାମାଲ ହେବେ କର୍କଟ ସମେତ ଏହି ୬ ରାଶି

ଗ୍ରହ ଗୋଚର ଦୃଷ୍ଟିରୁ ସେପ୍ଟେମ୍ବର ମାସର ପ୍ରଥମ ତାରିଖ ଅତ୍ୟନ୍ତ ବିଶେଷ ଏବଂ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ଦିନ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…

ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri