ଭାରସାମ୍ୟ ହରାଇ ଓଲଟିଲା ଅଟୋ: ଜଣେ ମୃତ, ୫ ଆହତ

କୋରୁକୋଣ୍ଡା ୧୩।୦୬(ଡି.ଏନ.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଡ଼ାଇକ ୩ ଘାଟି ନିକଟରେ ଭାରସାମ୍ୟ ହରାଇ ଓଲଟିଛି ଅଟୋ। ଘଟଣାରେ ଚାଳକର ମୃତ୍ୟୁ ହୋଇଥିବାବେଳେ ୫ଜଣ ଆହତ ହୋଇଛନ୍ତି।
ସୂଚନାଯୋଗ୍ୟ, ଖଇରପୁଟ ବ୍ଲକ ଅନ୍ତର୍ଗତ ରସବେଡା ପଞ୍ଚାୟତ ଅଧିନସ୍ତ ସିଡିପାକା ଗ୍ରାମର ଗଡିପୁଟ କଲାନିକୁ କୌଣସି କାମରେ ଯାଇଥିବା ୫ଜଣ ବ୍ୟକ୍ତି ଅଟୋ ନମ୍ବର ଓଡି-୩୦-୦୦୪୧ରେ ଫେରୁଥିଲେ। କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଡ଼ାଇକ ୩ ଗ୍ରାମକୁ ଫେରୁଥିବା ସମୟରେ ଭାରସାମ୍ୟ ହରାଇ ଅଟୋ ଓଲଟି ପଡିଥିଲା। ତେବେ ଏଥିରେ ଚାଳକର ମୃତ୍ୟୁ ହୋଇଥିବାବେଳେ ୫ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ମୃତ ଚାଳକ ଜଣକ ହେଲେ ଏମ ଭି ୩୭ ଗ୍ରାମର ଆଶିଷ ଚକ୍ରବର୍ତ୍ତୀ (୩୫)।
ସୂଚନା ପାଇ ଓର୍କେଲ ପୋଲିସ ଦୁର୍ଘଟଣା ସ୍ଥାନରେ ପହଁଞ୍ଚିି ଆହତଙ୍କୁ ବାଲିମେଳା ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ,…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri