ଅଟୋ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ଗୁରୁତର,୭ ଆହତ ମଧ୍ୟରେ ଅଛନ୍ତି ଜଣେ ଶିଶୁ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ଗୋଲାପଡା ଛକରେ ରବିବାର ସକାଳେ ଏକ ଅଟୋ ଓ ବାଇକ୍‌ ମୁହାମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ଶିଶୁ ସମେତ ୭ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ସମ୍ପୃକ୍ତ ଅଞ୍ଚଳବାସୀ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ସେଥି ମଧ୍ୟରୁ ବାଇକ୍ରେ ଯାଉଥିବା ଦୁଇଜଣ ଗୁରୁତର ହୋଇଥିବା ଯୋଗୁ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ନେବା ପାଇଁ ଡାକ୍ତର ପରାମର୍ଶ ଦେଇଛନ୍ତି।
ଘଟଣାରୁ ପ୍ରକାଶ ଯେ, ରବିବାର ସକାଳ ସାଢ଼େ ଗୋପୀନାଥପୁରରୁ ଦୁଇଜଣ ବାଇକ ଯୋଗେ ଭଞ୍ଜନଗର ଯାଉଥିଲେ। ଏହି ସମୟରେ ଭଂଜନଗରର କୁଲାଡ଼ ଅଭିମୁଖେ ଏକ ଅଟୋରେ ବସି ଗୋଟିଏ ପରିବାରର ୫ ଜଣ ଯାଉଥିଲେ। ଗୋଲାପଡା ଛକରେ ଅଟୋ ଏବଂ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଖବର ପାଇ ଭଞ୍ଜନଗର ପୋଲିସ ଘଟଣାସ୍ଥଳକୁ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri