ଓଲଟିଲା ସ୍କୁଲପିଲାଙ୍କୁ ନେଇ ଯାଉଥିବା ଅଟୋ, ଡ୍ରାଇଭର ଗୁରୁତର

ସାଲେପୁର,୧୬।୯(ଅରବିନ୍ଦ ଭୂୟାଁ): ସାଲେପୁର ଆଦର୍ଶ ସ୍କୁଲ ପିଲାମାନଙ୍କୁ ନେଇ ଯାଉଥିବା ଏକ ଅଟୋ ମଙ୍ଗଳବାର ସକାଳେ କେନ୍ଦ୍ରାପଡ଼ା କେନାଲରର ଶାଖା କେନାଲକୁ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକମାନେ ପିଲାମାନଙ୍କ ସମେତ ଡ୍ରାଇଭରଙ୍କୁ ଉଦ୍ଧାର କରିବା ସହିତ ସାଲେପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ। ଘଟଣା ଘଟିଛି ସ୍ଥାନୀୟ ବାଲିସାହି ପଞ୍ଚାୟତର କୈବତ୍ତସାହି ଶାଖା କେନାଲ ରୋଡ ପାଖରେ। ଅଟୋରେ ୧୦ରୁ ଊର୍ଦ୍ଧ୍ୱ ପିଲା ଥିବା ଜଣାଯାଇଛି। ପିଲାମାନଙ୍କୁ ସାମାନ୍ୟ ଆଘାତ ଲାଗିଥିବାରୁ ସେମାନଙ୍କୁ ଚିକିତ୍ସା କରାଯାଉଥିବା ବେଳେ ଡ୍ରାଇଭର ଗୁରୁତର ଥିବାରୁ ତାଙ୍କୁ କଟକ ବଡ ମେଡିକାଲକୁ ପଠାଇଦିଆଯାଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଅଟୋ ଜବତ କରିବା ସହିତ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନବିକ୍ରି ସମସ୍ୟା ଅସମାହିତ, ଆନ୍ଦୋଳନ ତୀବ୍ର: ପାକ୍ସ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ବରଗଡ଼/ଭେଡ଼େନ,୧୨।୩(ପ୍ରେମାନନ୍ଦ ଖମାରୀ/ହୃଷୀକେଶ ଖମାରୀ):ବରଗଡ଼ ଜିଲାରେ ରବି ଧାନ କିଣାବିକା ପାଇଁ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। କିନ୍ତୁ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ଖରିଫ୍‌ରେ…

ଯୁଦ୍ଧ ଭିତରେ ପାକିସ୍ତାନକୁ ନେଇ ଆମେରିକା କଲା ବଡ଼ ଘୋଷଣା, ବିଶ୍ୱରେ ପଡିଗଲା ଚହଳ!

ଓ଼୍ବାଶିଂଟନ,୧୨।୩: ଇରାନରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଆମେରିକାର ବୈଦେଶିକ ବିଭାଗ ପାକିସ୍ତାନର ପେଶାୱରରେ ଥିବା ଆମେରିକୀୟ କନସୁଲେଟ…

ଯୁଦ୍ଧ ବନ୍ଦ ପାଇଁ ଇରାନ ରଖିଲା ୩ ସର୍ତ୍ତ: ନ ମାନିଲେ ସାରା ବିଶ୍ୱରେ ପଡ଼ିବ ପ୍ରଭାବ

ମସ୍କୋ,୧୨।୩: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ୧୩ ଦିନ ଧରି ଚାଲିଛି। କିନ୍ତୁ ଏହା ବନ୍ଦ ହେବାର କୌଣସି ସଙ୍କେତ ନାହିଁ। ସମଗ୍ର ମଧ୍ୟପ୍ରାଚ୍ୟରେ ଇରାନର…

ଭାରତକୁ ଫେରୁଥିବା ଜାହାଜ ଉପରେ ବଡ଼ ଆଟାକ୍‌, ଅନେକ ଭାରତୀୟଙ୍କ…

ନୂଆଦିଲ୍ଲୀ,୧୨।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷରେ ଦୁଇଜଣ ଭାରତୀୟ ନାଗରିକଙ୍କ ମୃତ୍ୟୁ ଘଟିଛି ଏବଂ ଜଣେ ନିଖୋଜ ଅଛନ୍ତି। ଭାରତ…

ପ୍ରେମିକଙ୍କୁ ବିବାହ କଲେ ଭାଇରାଲ ଗର୍ଲ ମୋନାଲିସା: ବାପାଙ୍କ ନାଁରେ ଆଣିଲେ ସାଂଘାତିକ ଅଭିଯୋଗ

ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା ପୁଣି ଥରେ ଚର୍ଚ୍ଚାରେ ଆସିଛନ୍ତି। ସେ ପ୍ରେମିକ ଫରମାନ ଖାନଙ୍କୁ ବିବାହ କରିଛନ୍ତି। ମୋନାଲିସା ଅରୁମାନୁର ମନ୍ଦିରରେ ଫରମାନଙ୍କୁ ବିବାହ କରିଥିଲେ।…

ଯୁଦ୍ଧ ଭିତରେ ଚାଇନା ପାଇଁ ଭାରତ କଲା ଏମିତି କାମ, କାବା ହେଇଗଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୨।୩: ନୂଆଦିଲ୍ଲୀର ନିବେଶ ସଚିବ କହିଛନ୍ତି ଯେ ଭାରତ ଏକ ଫାଷ୍ଟ-ଟ୍ରାକ ଅନୁମୋଦନ ବ୍ୟବସ୍ଥା ମାଧ୍ୟମରେ ଅଧିକ କ୍ଷେତ୍ରରେ ଚାଇନା ନିବେଶକୁ ଅନୁମତି ଦେବ। ଅମରଦୀପ ସିଂହ…

ଦୁଇ ଭିନ୍ନ ଦେଶ

ଚାଇନା ଓ ଭାରତକୁ ବହୁ ସମୟରେ ରାଜନୈତିକ ରୂପେ ସ୍ୱତନ୍ତ୍ର ତଥା ବିକାଶଶୀଳ ଦେଶ ଭାବେ ତୁଳନା କରାଯାଏ। ତାହା ଭ୍ରମାତ୍ମକ। ଚାଇନା ହେଉଛି ସର୍ୱପ୍ରଥମ ଓ…

ଯୁଦ୍ଧ ଭିତରେ ଭାରତକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ, ଚମକି ପଡିଲା ଚାଇନା

ନୂଆଦିଲ୍‌ଲୀ,୧୨।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ତାର ଶକ୍ତି ଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ରୁଷିଆରୁ ତୈଳ କ୍ରୟ ପୁନଃ ଆରମ୍ଭ କରିବାକୁ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri