ସେପ୍ଟେମ୍ବର ୩୦ଯାଏ ବଢ଼ିଲା ଅଟୋ ଡେବିଟ ପେମେଣ୍ଟ

ନୂଆଦିଲ୍ଲୀ:  ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ବୁଧବାର ଅଟୋ ଡେବିଟ୍‌ ପେମେଣ୍ଟ ସୁବିଧାକୁ ପୂର୍ବ ପରି ବଳବତ୍ତର ରଖିଛନ୍ତି। ଚଳିତ ବର୍ଷ ଏପ୍ରିଲ ପହିଲାରୁ ଲାଗୁହେବାକୁ ନୂଆ ନିୟମକୁ କେନ୍ଦ୍ରୀୟ ବ୍ୟାଙ୍କ୍‌ ବର୍ତ୍ତମାନ କିଛି ମାସ ଲାଗି ରୋକ୍‌ ଲଗାଇଛନ୍ତି। ଗ୍ରାହକଙ୍କ ଅସୁବିଧାକୁ ଆଖି ଆଗରେ ରଖି ଆର୍‌ବିଆଇ ଆଉ ୬ମାସ ଏହି ନିୟମର ଶେଷ ତାରିଖ ପୂର୍ବରୁ ପୁଣି ଥରେ ତାରିଖ ପରିବର୍ତ୍ତନ କରିଛି। ବର୍ତ୍ତମାନ ଏହି ନିର୍ଦ୍ଦେଶାବଳୀକୁ ଦେଶର ସମସ୍ତ ବ୍ୟାଙ୍କ ପାଳନ କରିବା ପାଇଁ ବିଜ୍ଞପ୍ତି ଜାରି ହୋଇଛି। ଫଳରେ ୩୦ ସେପ୍ଚେମ୍ବର ୨୦୨୧ ପର୍ଯ୍ୟନ୍ତ ଏହାର ସମସ୍ତ ଗ୍ରାହକ ପୂର୍ବ ପରି ସେବା ପାଇପାରିବେ।
ଆର୍‌ବିଆଇ ପକ୍ଷରୁ ନୂଆ ନିର୍ଦ୍ଦେଶାବଳୀ ଜାରି ହେବା ପରେ ଏହି ନିୟମ ଲାଗୁ ହେବ ବୋଲି କେନ୍ଦ୍ରୀୟ ବ୍ୟାଙ୍କର ବରିଷ୍ଠ ଅଧିକାରୀ ମତ ଦେଇଛନ୍ତି। ଡେବିଟ୍‌ ଓ କ୍ରେଡିଟ୍‌ କାର୍ଡ ଟ୍ରାଞ୍ଜାକ୍ସନର ସୁରକ୍ଷା ଓ ସୁବିଧା ଲାଗି ଆର୍‌ବିଆଇ ଦେଶରେ ଏହି ନୂଆ ନିୟମ ଆଣିବାକୁ ଯାଉଛି। ଏଥିଲାଗି ବ୍ୟାଙ୍କଗୁଡିକ ଆଡିସନାଲ ଫ୍ୟାକ୍ଟର ଅଥେଣ୍ଟିକେସନ ନିୟମକୁ ପୂରାପୂରି ଲାଗୁ କରିପାରି ନ ଥିବା ଜଣାପଡିଛି। ଫଳରେ କେନ୍ଦ୍ରୀୟ ବ୍ୟାଙ୍କର ନୂଆ ନିୟମ ଲାଗୁ କରିବାରେ ଆଉ କିଛି ମାସ ଲାଗିପାରେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri