ଅଟୋ ପଛକୁ ପିଟିଲା ଟ୍ରକ: ଚାଲିଗଲା ୮ ବର୍ଷ ବାଳକଙ୍କ ଜୀବନ, ୨ଗରୁତର

ଖୁଣ୍ଟୁଣୀ,୬।୬(ସଚିଦାନନ୍ଦ ପଣ୍ଡା): ୫୫ ନମ୍ବର ଜାତୀୟ ରାଜପଥର ଖୁଣ୍ଟୁଣୀ ଥାନା ନିକଟ ରାଧାଦାମୋଦରପୁର ଛକରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଟୋ ପଛକୁ ଟ୍ରକ ଧକା ଦେବାରୁ ଘଟଣାସ୍ଥଳରେ ଜଣେ ୮ ବର୍ଷର ବାଳକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ରାଧାଦାମୋଦରପୁର ଗ୍ରାମର ସଞ୍ଜୟ ପରିଡାଙ୍କ ଏକମାତ୍ର ପୁଅ ଋଷି ପରିଡା।

ଦୁର୍ଘଟଣାରେ ଅନ୍ୟ ଦୁଇଜଣ ଗୁରୁତରଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ଘଟାଇ ଟ୍ରକ ଫେରାର ହୋଇଯାଇଛି। ଅନ୍ୟପକ୍ଷେ ସର୍ଭିସ ରାସ୍ତା ଦାବି କରି ଉତ୍ତ୍ୟକ୍ତ ଗ୍ରାମବାସୀ ୫୫ ନମ୍ବର ଜାତୀୟ ରାଜପଥରେ ଟାୟାର ଜାଳି ଦୀର୍ଘ ସମୟ ଧରି ରାସ୍ତା ଅବରୋଧ କରିଛନ୍ତି। ଘଟଣା ସ୍ଥଳରେ ଖୁଣ୍ଟୁଣୀ ପୋଲିସ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ରାସ୍ତା ଅବରୋଧ ହଟି ନ ଥିବା ପୋଲିସ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri