Advertisement

ଜଳିଗଲା କିରୋସିନି ବୋଝେଇ ଅଟୋ

ଭଦ୍ରକ ଅଫିସ, ୨୪।୧୦: ଭଦ୍ରକ ଜିଲା ଧାମନଗର-ଚୁଡ଼ାକୁଟି ରାସ୍ତାର ପଣ୍ଡୁବଜାର ଛକ ନିକଟରେ ରବିବାର ଏକ କିରୋସିନ ବୋଝେଇ ଅଟୋ (ନଂ. ଓଡି ୨୨ ଡି ୮୯୩୫) ଜଳିଯାଇଛି। ହେଲେ ଗାଡି ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ସୂଚନା ଅନୁଯାୟୀ, ଉକ୍ତ ଅଟୋରେ ଜୟନଗର ସ୍ଥିତ ଡିପୋରୁ ମହାଲକ୍ଷ୍ମୀ ଏସ୍‌ଏଚ୍‌ଜି (ସ୍ବୟଂସହାୟକ ଗୋଷ୍ଠୀ) ପିଡିଏସ୍‌ କିରୋସିନ ଏକ ହଜାର ଲିଟର କଲ୍ୟାଣୀନଗରୀ ଅଞ୍ଚଳକୁ ଯାଉଥିଲା। ପଣ୍ଡୁବଜାର ଛକରେ ହଠାତ୍‌ ଅଟୋଟି ଜଳିବାକୁ ଲାଗିଥିଲା। ଏହା ଦେଖି ଡ୍ରାଇଭର ଗାଡ଼ିରୁ ଓହ୍ଲାଇ ଦୌଡ଼ି ପଳାଇଥିଲେ। ଖବର ପାଇ ଧାମନଗର ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିବା ବେଳକୁ ଅଟୋଟି ସମ୍ପୂର୍ଣ୍ଣ ପୋଡ଼ିଯାଇଥିଲା। ତେବେ କେଉଁ କାରଣରୁ ଅଟୋରେ ନିଅଁା ଲାଗିଲା ତାହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ହସ୍ପିଟାଲରେ ଜନ୍ମ ନେଲେ ଦୁଇ ଶିଶୁ

ରାଉରକେଲା ଅଫିସ,୮।୭-ରାଉରକେଲା କୋଭିଡ୍‌ ହସ୍ପିଟାଲରେ ଆଡମିଟ ଥିବା ୨ଜଣ କରୋନା ଆକ୍ରାନ୍ତ ମହିଳା ସୁରକ୍ଷିତ ଭାବେ ଏକ କନ୍ୟା ଓ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି।...

ଲଗାଣ ବର୍ଷାରେ ଗଲା ୪ ଜୀବନ: ୧୧ ଜିଲାର ୨୦ ଲକ୍ଷ ଲୋକ ପ୍ରଭାବିତ

ଭୁବନେଶ୍ୱର,(ବ୍ୟୁରୋ)ଡେରାବିଶ/ ପାଟକୁରା/ ନିରାକାରପୁର/ ନିଶ୍ଚିନ୍ତକୋଇଲି (ସ୍ବ.ପ୍ର./ଡି.ଏନ୍‌.ଏ.),୧୪।୯: ଲଘୁଚାପ ଜନିତ ବର୍ଷା ଶନିବାର ରାତିରୁ ରାଜ୍ୟରେ ଲାଗି ରହିଛି। ରାଜ୍ୟର ୧୧ ଜିଲା ପ୍ରଭାବିତ ହୋଇଛି। ବିଶେଷକରି...

ମହାନଦୀକୁ ଡେଇଁ ଯୁବକ ନିଖୋଜ

କଟକ ଅଫିସ,୨୭।୮: ମହାନଦୀକୁ ଡେଇଁ ଯୁବକ ନିଖୋଜ। କଟକ ମୁଣ୍ଡଳି ବ୍ରିଜ୍‌ ଉପରେ ସ୍କୁଟି ରଖି ଯୁବକ ଡେଇଁ ପଡିଥିବା ଜଣାପଡିଛି। ତେବେ ଯୁବକ ଜଣଙ୍କ...

ଘର ଭାଙ୍ଗିଲା, ଧାନ ଖାଇଲା

କଣିହାଁ,୨୬।୨(ଡି.ଏନ.ଏ.) – କଣିହାଁ ବ୍ଲକ ରେଙ୍ଗାଳି ଫରେଷ୍ଟ ସେକ୍ସନ ବଜ୍ରକୋଟ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ହାତୀ ପଶି ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଭୋର ୫ଟାରେ...

କୁଚିଣ୍ଡା ବିଇଓଙ୍କୁ ବାଟରୁ ଉଠାଇ ନେଲା ଭିଜିଲାନ୍ସ

ସମ୍ବଲପୁର/କୁଚିଣ୍ଡା, ୧୦।୭ (ବ୍ୟୁରୋ/ଡି.ଏନ.ଏ.)-ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ୍‌ ଶିକ୍ଷା ଅଧିକାରୀ(ବିଇଓ) ପ୍ରଫୁଲ୍ଲ କୁମାର ନାୟକଙ୍କୁ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ସମ୍ବଲପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ...

ପଥର ଅଭାବରୁ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ବିଳମ୍ବ

ପୁରୀ ଅଫିସ,୯।୬:କୋଭିଡ୍‌ କଟକଣା ଭିତରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ଚାଲିଥିତ୍ବାବେଳେ ପଥର ଅଭାବ ଦେଖାଦେଇଛି। ଫଳରେ ମରାମତି କାର୍ଯ୍ୟ ବିଳମ୍ବ ହେବାରେ ଲାଗିଛି। ମୁଖ୍ୟତଃ ବିଭିନ୍ନ...

ସୂର୍ଯ୍ୟୋପରାଗ ପାଇଁ ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି

ପୁରୀ ଅଫିସ୍‌,୨୪।୧୦: ଦୀପାବଳି ଅମାବାସ୍ୟ ଅବସରରେ ସୋମବାର ପୁରୀ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ମଙ୍ଗଳବାର ସୂର୍ଯ୍ୟୋପରାଗ ପଡୁଥିବାରୁ ଶ୍ରୀମନ୍ଦିରରେ ଆଜି ହିଁ ଦୀପଦାନ...

କୁର୍ତ୍ତି ହାଟରେ ପିଇଥିଲେ ଲସି: ରାତି ନପାହୁଣୁ ଶତାଧିକ ବ୍ୟକ୍ତି ମେଡିକାଲରେ ଭର୍ତ୍ତି

ମାଲକାନଗିରି,୧।୫(ଡି.ଏନ୍‌.ଏ.): ଲସି ପିଇ ଶତାଧିକ ଗୁରୁତର। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା କାଲଦା ପଞ୍ଚାୟତର ବିଭିନ୍ନ ଗାଁରେ। ଉକ୍ତ ଅଞ୍ଚଳର ୬୦...

Advertisement
Archives

Model This Week