ଅଟୋ ଓଲଟି ୭ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ: ୯ ଦିନ ପରେ ଅଭିଯୁକ୍ତ ଚାଳକଙ୍କୁ…

ଦିଗପହଣ୍ଡି,୨୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ବ୍ଲକ ବୀରମେଖପୁର ଗାଁ ନିକଟରେ ଗତ ୧୪ ତାରିଖ ଅପରାହ୍ନରେ ଅଟୋ (ନଂ. ଓଡି ୦୭ ବିବି -୯୧୨୧) ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୭ମ ଶ୍ରେଣୀ ଛାତ୍ର ଜରଡ଼ା ଥାନା ଡୁଙ୍ଗୁରୁଗୁଡ଼ା ଗ୍ରାମର ଅନିଲ ମହାରଣାଙ୍କ ପୁଅ ଶୁଭଙ୍କର (୧୪)ଙ୍କର ମୃତ୍ୟୁ ଘଟିଥିଲା। ଏନେଇ ଶୁଭଙ୍କରଙ୍କ ସମ୍ପର୍କୀୟ ମହେନ୍ଦ୍ର ମହାରଣା କେ.ନୂଆଗାଁ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଥାନା ଆଇଆଇସି ବିଶ୍ୱଜିତ ନାୟକ କେସ୍‌ ନଂ.୯୬/୨୬ରେ ଏକ ମାମଲା ରୁଜୁ କରି ଅଟୋ ଚାଳକଙ୍କ ବିରୋଧରେ ମୋକଦ୍ଦମା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଏଏସ୍‌ଆଇ ସିଏଚ୍‌. ତାରକେଶ୍ୱର ରାଓ ଦିଗପହଣ୍ଡି ସାଇ ନଗରରେ ରହୁଥିବା ଚାଞ୍ଚଡ଼ାପଲ୍ଲୀ ଗ୍ରାମର ଅଭିଯୁକ୍ତ ଅଟୋ ଚାଳକ ମହେନ୍ଦ୍ର ମହାରଣାଙ୍କୁ ବୁଧବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା କହିବା ମେଡିକାଲ ଛାତ୍ରୀଙ୍କ ପାଇଁ ମହଙ୍ଗା ପଡ଼ିଲା

ମୁମ୍ବାଇ,୧୩।୬: ପ୍ରଣୀତ ମୋରେଙ୍କ ଶୋ’ରେ ଉପସ୍ଥିତି ସମୟରେ MBBS ଛାତ୍ରୀ ସେଜଲ ପାୱାରଙ୍କ ଦ୍ୱାରା କରାଯାଇଥିବା ଏକ ବ୍ୟଙ୍ଗ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଷ୍ଟାଣ୍ଡ-ଅପ କମେଡି…

ଆଖି ଆଗରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ: ଭାଇରାଲ ହେଉଛି ଭିଡିଓ…

ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ | ମୋହନା,୧୩।୬( ମନ୍ମଥ ମିଶ୍ର ): ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ । କିଛିଦିନ ହେବ…

୪ଟଙ୍କା କମିଲା ପେଟ୍ରୋଲ ଦର, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୩।୬: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲ ଦରରେ କ୍ରମାଗତ ପଞ୍ଚମ ଥର ପାଇଁ ହ୍ରାସ କରିଛନ୍ତି। ଇନ୍ଧନ ମୂଲ୍ୟ କମିବା ଦ୍ୱାରା ସାଧାରଣ ଜନତା ଉପକୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri