ଅଟୋ ଓଲଟି ଜଣେ ମୃତ, ଦୁଇ ଗୁରୁତର

ରାୟଗଡ଼ା,୨୮।୧(ସ୍ବ.ପ୍ର.): ରାୟଗଡ଼ା ଜିଲା କୁମ୍ଭିକୋଟା ଫାଣ୍ଡି ଅନ୍ତର୍ଗତ ତଳସାଙ୍କେଶ ଗାଁ ନିକଟରେ ଏକ ଯାତ୍ରୀବାହୀ ଅଟୋ ଓଲଟି ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହ ଆଉ ଦୁଇ ଜଣ ଗୁରୁତର ହୋଇଥିବା ବେଳେ ୭ ଜଣ ସାମାନ୍ୟ ଆହତ ହୋଇଛନ୍ତି। ମୃତକ ହେଲେ ତୁଳସୀ ମିଣିଆକା। ଏକ ବିବାହ କାର୍ଯ୍ୟକ୍ରମରେ ଯୋଗଦାନ ପାଇଁ କିଆପାଡୁ ଗ୍ରାମର ପ୍ରାୟ ୧୫ ଜଣ ଏକ ଅଟୋ ଯୋଗେ ଯାଉଥିବା ସମୟରେ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ଅଟୋ ଭିତରେ ବସିଥିବା ସମସ୍ତ ଯାତ୍ରୀ ଆହତ ହୋଇଥିଲେ। ତେବେ ଘଟଣାସ୍ଥଳରେ ତୁଳସୀ ମିଣିୟାକା(୨୨)ଙ୍କ ମୃତ୍ୟୁ ଘଟିଥିଲା। ଆହତମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଥିରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri