ଶୋଇଥିବା ବେଳେ ଲାଗିଲା ନଆଁ: ବଞ୍ଚିଗଲେ ବାପ-ଝିଅ, ଜିଅନ୍ତା ଜଳିଗଲେ ମା’

ବାଲେଶ୍ୱର ଅଫିସ,୨।୨: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଚାନ୍ଦମାରି ଅଞ୍ଚଳରେ ରବିବାର ରାତିରେ ଅଭାବନୀୟ ଘଟଣା ଘଟିଛି। ଖାଇପିଇ ଘରେ ଶୋଇଥିବା ବେଳେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ପଦ୍ମାବତୀ ବାହାଦୁରଙ୍କ ମୃତ୍ୟୁ ଘଟିଥିବା ବେଳେ ଝିଅ ଓ ସ୍ବାମୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଏଯାବତ୍‌ ସ୍ପଷ୍ଟ ହୋଇ ନାହିଁ। ଗରମ ଲାଗିବାରୁ ବାପ, ଝିଅ ବାହାରକୁ ପଳାଇ ଆସିଥିଲେ ସୁଦ୍ଧା ପଦ୍ମାବତୀ ଆସିପାରି ନ ଥିଲେ। ପରେ ତାଙ୍କର ମୃତ୍ୟୁ ଘଟିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଛାତ୍ରୀଙ୍କୁ ଆଡମିଶନ ଫି ଫେରସ୍ତ କଲା ଉଚ୍ଚଶିକ୍ଷା ବିଭାଗ: ୧.୧୧ ଲକ୍ଷ ଜଣଙ୍କ ଆକାଉଣ୍ଟକୁ ଗଲା ୬୯.୨୩ କୋଟି ଟଙ୍କା

ଭୁବନେଶ୍ୱର, ୨୮।୧୦: ରାଜ୍ୟର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ଓ ଆଶ୍ୱାସନାଜନକ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଡମିଶନ ସମୟରେ ଛାତ୍ରଛାତ୍ରୀମାନେ ଦେଇଥିବା ବଳକା…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: କାଲି କନ୍ଧମାଳର ସବୁ ସ୍କୁଲ୍‌ ଛୁଟି ଘୋଷଣା

ଫୁଲବାଣୀ,୨୮ା୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତାକାଲି (ଗୁରୁବାର)…

ନଭେମ୍ବର ୧୮ରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ: ୩୩ ଦିନ ଧରି ଚାଲିବ…

ଭୁବନେଶ୍ୱର, ୨୮।୧୦: ଆସନ୍ତା ନଭେମ୍ବର ୧୮ ତାରିଖରୁ ଓଡ଼ିଶା ବିଧାନସଭାର ୧୭ତମ ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ନଭେମ୍ବର ୧୮ରୁ ଆରମ୍ଭ ହୋଇ ଡିସେମ୍ବର…

କୋଟିଆରୁ ଫେରିବା ବାଟରେ ଧସିଲା ପାହାଡ଼: ଫସି ରହିଛନ୍ତି ୩ ଶିଶୁ ବିକାଶ ସୁପ୍ରଭାଇଜର, ଉଦ୍ଧାର କାର୍ଯ୍ୟ ଜାରି

ପଟ୍ଟାଙ୍ଗି, ୨୮।୧୦(ଶରତ କୁମାର ଧଳ): ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ରେ ପାହାଡ଼ ଧସିବା କାରଣରୁ ଏକ ବଡ଼ ବିପଦ ସୃଷ୍ଟି ହୋଇଛି। କୋଟିଆ…

ମହାକାଳପଡ଼ା ବାୟା ବାବା କଲେଜ: ସୌମ୍ୟଜିତ ସଭାପତି, ସମ୍ପୂର୍ଣ୍ଣା ସମ୍ପାଦିକା ଭାବେ ଶପଥ ନେଲେ

ମହାକାଳପଡ଼ା, ୨୮।୧୦(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ସଦର ମହକୁମାସ୍ଥିତ ଶ୍ରୀ ଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚିତ ପ୍ରତିନିଧିମାନଙ୍କ ଶପଥ ଗ୍ରହଣ…

ଭଞ୍ଜନଗରରେ ଟଳିଲା ବାତ୍ୟା ଆଶଙ୍କା: କମୁଛି ନଦୀର ଜଳସ୍ତର, ଡ୍ୟାମ୍‌ରୁ ଜଳ ନିଷ୍କାସନ ବନ୍ଦ

ଭଞ୍ଜନଗର, ୨୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡରେ ସମ୍ଭାବ୍ୟ ବାତ୍ୟା ଆଶଙ୍କା ଟଳିଯାଇଛି। ବୁଧବାର ସନ୍ଧ୍ୟା ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ, ଆକାଶ ମେଘମୁକ୍ତ ହେବା…

ପଣ୍ଡିତରାୟ ସାହି ଜୁଆ ଆଡ୍ଡା ଉପରେ ପୋଲିସର ଅତର୍କିତ ଚଢ଼ାଉ: ୧୧ ଜୁଆଡ଼ି ଗିରଫ, ଅନ୍ଧାରର ସୁଯୋଗ ନେଇ…

ଦିଗପହଣ୍ଡି/ଚିକିଟି, ୨୮।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ପଣ୍ଡିତରାୟ ସାହିରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଚିକିଟି ଫାଣ୍ଡି ପୋଲିସ୍ ଅତର୍କିତ ଚଢ଼ାଉ…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବେହାଲ ଦିଗପହଣ୍ଡି : ମୁଖ୍ୟ ରାସ୍ତାରେ ୩ ଫୁଟ୍‌ର ପାଣି, ବ୍ୟାଙ୍କ୍‌- ଘରେ ପଶିଲା ନର୍ଦ୍ଦମା ଜଳ

ଦିଗପହଣ୍ଡି, ୨୮।୧୦(ଅଶେଷ ନାଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ତୁହାକୁ ତୁହା ମୁଷଳଧାରାରେ ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି। ବିଶେଷକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?