ଶୋଇଥିବା ବେଳେ ଲାଗିଲା ନଆଁ: ବଞ୍ଚିଗଲେ ବାପ-ଝିଅ, ଜିଅନ୍ତା ଜଳିଗଲେ ମା’

ବାଲେଶ୍ୱର ଅଫିସ,୨।୨: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଚାନ୍ଦମାରି ଅଞ୍ଚଳରେ ରବିବାର ରାତିରେ ଅଭାବନୀୟ ଘଟଣା ଘଟିଛି। ଖାଇପିଇ ଘରେ ଶୋଇଥିବା ବେଳେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ପଦ୍ମାବତୀ ବାହାଦୁରଙ୍କ ମୃତ୍ୟୁ ଘଟିଥିବା ବେଳେ ଝିଅ ଓ ସ୍ବାମୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଏଯାବତ୍‌ ସ୍ପଷ୍ଟ ହୋଇ ନାହିଁ। ଗରମ ଲାଗିବାରୁ ବାପ, ଝିଅ ବାହାରକୁ ପଳାଇ ଆସିଥିଲେ ସୁଦ୍ଧା ପଦ୍ମାବତୀ ଆସିପାରି ନ ଥିଲେ। ପରେ ତାଙ୍କର ମୃତ୍ୟୁ ଘଟିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟ ସ୍ଥଗିତ

ଦେବଗଡ଼, ୮।୧୨(ଡି.ଏନ.ଏ.)- ରବିବାର ସନ୍ଧ୍ୟାରେ ବାମଣ୍ଡା କ୍ରିକେଟ କ୍ଲବର ଏକ ବୈଠକ କ୍ଲବର ସଭାପତି ତଥା ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା।୧୯୯୦...

ଶିକ୍ଷକ ପଦବୀ ପୂରଣ ଦାବିରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ

ଦାରିଙ୍ଗବାଡ଼ି,୫।୨(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ହାତୀମୁଣ୍ଡାର ତାମାଙ୍ଗି ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ ସହ ବିଭିନ୍ନ ସମସ୍ୟାର...

କଟକରେ ରଜ କଟକଣା: ଭିଡ଼ ଜଗିବ ୩ଟି ଟିମ୍‌

କଟକ ଅଫିସ,୧୩।୬: ଆସନ୍ତା ସୋମବାର ଏବଂ ମଙ୍ଗଳବାର ରଜ ଯୋଗୁ ବଜାର ଭିଡ଼ ରହିବାର ସମ୍ଭାବନା ରହିଛି। ଅନେକ ସ୍ଥାନରେ ରଜ ଖେଳିବା ପାଇଁ ପ୍ରସ୍ତୁତି...

ପ୍ରାର୍ଥୀ ଘୋଷଣା ପରେ ରାଜନୈତିକ ଉଷ୍ମତା

ଝାରସୁଗୁଡ଼ା ଅଫିସ,୧୦ା୫: ଆସନ୍ତା ୩୧ତାରିଖରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ୧୧ତାରିଖ ନାମାଙ୍କନପତ୍ର ଦାଖଲ ଶେଷ ତାରିଖ ରହିଛି। ଇତିମଧ୍ୟରେ ୪ ରାଜନୈତିକ...

କାଶୀନଗର ଏନ୍‌ଏସି: ୨ ବୁଥ୍‌ ସମ୍ବେଦନଶୀଳ

କାଶୀନଗର,୨୧ା୩-କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ ୧୩ଟି ୱାର୍ଡରେ ୧୩ଟି ବୁଥ ହେବ। ସେଥିମଧ୍ୟରୁ ଓ୍ବାର୍ଡ ନଂ. ୪ ଓ ୬ନଂ ବୁଥ ସମ୍ବେଦନଶୀଳ ବୋଲି ପୋଲିସ...

ଖୋର୍ଦ୍ଧାରୋଡ଼ ଡିଭିଜନର ମହିଳା ଦିବସ ଅଭିଯାନ: ମହିଳା କର୍ମଚାରୀଙ୍କ ଦ୍ୱାରା ଚାଲିଲା ଟ୍ରେନ୍‌

ଜଟଣୀ,୮।୩(ଡି.ଏନ.ଏ.): ମାର୍ଚ୍ଚ ୮ରେ ବିଶ୍ୱ ମହିଳା ଦିବସ। ଏହି ପରିପ୍ରେକ୍ଷୀରେ ମହିଳାଙ୍କୁ ସମ୍ମାନ ଜଣାଇ ଖୋର୍ଦ୍ଧାରୋଡ଼ ରେଳ ଡିଭିଜନ ମାର୍ଚ୍ଚ ୧ରୁ ୧୦ ତାରିଖ ପର୍ଯ୍ୟନ୍ତ...

କୋମ୍ବିଂ ଅପରେଶନ ବେଳେ ପୋଲିସ, ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ଜଣେ ମାଓବାଦୀ ମୃତ

ମାଲକାନଗିରି,୨୩।୧୧: (ଡି.ଏନ୍‌.ଏ.) ବହୁଦିନର ନୀରବତା ପରେ ପୁଣି ଶନିବାର ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ...

ସହଯୋଗକାରୀଙ୍କୁ ଅସହଯୋଗ

ତାଳଚେର,୨୨ା୭:  ଯୁଦ୍ଧ ହେଉ ଅବା ପ୍ରାକୃତିକ ବିପର୍ଯ୍ୟୟ, ଜନସାଧାରଣଙ୍କ ଆଡ଼କୁ ଲମ୍ବିବ ଅଧିକ ସହଯୋଗର ହାତ। ପୋଲିସ, ଅଗ୍ନିଶମ, ଓଡ୍ରାଫ୍ଟ ଓ ସେନା କର୍ମଚାରୀଙ୍କ ପରି ତାଲିମପ୍ରାପ୍ତ...

Advertisement
Archives

Model This Week