କୋଭିଡ୍‌ ସ୍ଥିତି ସମୀକ୍ଷା: ରାଉରକେଲା ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଅସୀତ ତ୍ରିପାଠୀ

ସୁନ୍ଦରଗଡ଼,୯।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ କରୋନା କାୟା ବିସ୍ତାର କରିଥିବା ବେଳେ ବିଶେଷକରି ରାଉରକେଲା ମହାନଗର ନିଗମରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ୁଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସୀତ ତ୍ରିପାଠୀ ରବିବାର ରାଉରକେଲା ଗସ୍ତରେ ଯାଇଛନ୍ତି। ସେ ସେଠାରେ କୋଭିଡ୍‌ ସ୍ଥିତି ଅନୁଧ୍ୟାନ କରିଛନ୍ତି । ରାଉରକେଲା ସମେତ ସୁନ୍ଦରଗଡ଼ ଜିଲାରେ କୋଭିଡ୍‌ ସ୍ଥିତି ସମୀକ୍ଷା ପରେ ଖୁବ୍‌ଶୀଘ୍ର ଜିଲାରେ ୯୦ ଆଇସିୟୁ ଓ ୧୨୦ ଅକ୍ସିଜେନ ବେଡ ବ୍ୟବସ୍ଥା ହେବ । ଆସନ୍ତା ମଙ୍ଗଳବାରଠାରୁ ରାଉରକେଲାରେ ୧୮-୪୪ ବର୍ଷ ବର୍ଗର ଲୋକଙ୍କୁ ଟିକାକରଣ ଆରମ୍ଭ ହେବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସମୟରେ କଳାକାରଙ୍କୁ ଭତ୍ତା ଦେବାକୁ ଭୁଲିଗଲେ ସରକାର

ଧାମନଗର,୨୯।୩(ଡି.ଏନ୍‌.ଏ.): କରୋନା କବଳରୁ ମୁକ୍ତି ପାଇଁ ସରକାରଙ୍କ ପ୍ରଚେଷ୍ଟା ଜାରି ରହିଥିବାବେଳେ ଗୃହବନ୍ଦୀ କରାଯାଇ ଜନସାଧାରଣଙ୍କୁ ଖାଦ୍ୟପେୟ ଯୋଗାଇ ଦିଆଯାଉଛି। ଗରିବ ବୃଦ୍ଧା,ବୃଦ୍ଧ, ବିଧବା, ଭିନ୍ନକ୍ଷମଙ୍କୁ...

ମଦ ଦୋକାନ ବନ୍ଦ ପାଇଁ ଜାରି ହୋଇନି ଲିଖିତ ନିର୍ଦ୍ଦେଶନାମା

ପୁରୀ ଅଫିସ,୨୦।୯: ସ୍ବର୍ଗଦ୍ୱାର ନିକଟରେ ବିଦେଶୀ ମଦ ଦୋକାନ ପ୍ରସଙ୍ଗ କ୍ରମଶଃ ବିବାଦୀୟ ହେବାରେ ଲାଗିଛି। ଏଠାରେ ପ୍ରଶାସନ ମଦ ଦୋକାନ ବନ୍ଦ ପାଇଁ କୁନ୍ଥୁକୁନ୍ଥୁ...

ଅବସରପ୍ରାପ୍ତ ପାରାମେଡିକାଲ କର୍ମୀଙ୍କ ନିଯୁକ୍ତିକୁ ବିରୋଧ: ମହିଳା ସ୍ବାସ୍ଥ୍ୟକର୍ମୀ ସଂଘର ଧାରଣା

ବାଲେଶ୍ୱର ଅଫିସ, ୧୮।୧୦-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବସରପ୍ରାପ୍ତ ପାରାମେଡିକାଲ କର୍ମୀଙ୍କ ପୁନଃ ନିଯୁକ୍ତିକୁ ନିଖିଳ ଓଡ଼ିଶା ଅଣନିଯୁକ୍ତି ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ ବିରୋଧ...

ଭିଜିଲାନ୍ସ ଜାଲରେ ସ୍ବାସ୍ଥ୍ୟକର୍ମୀ

ଭବାନୀପାଟଣା,୬।୧: କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଦୁଆରସୁନି ଉପସ୍ବାସ୍ଥ୍ୟକେନ୍ଦ୍ରର ସ୍ବାସ୍ଥ୍ୟକର୍ମୀ ଅନିଲ କୁମାର ସେନାପତି ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୁଧବାର ଭିଜିଲାନ୍ସ...

ତିର୍ତ୍ତୋଲ ଉପନିର୍ବାଚନ: ୩ ଦଳ ଆଶାବାଦୀ, ଅସନ୍ତୁଷ୍ଟ ହେବେ ଚ୍ୟାଲେଞ୍ଜ

ଜଗତ୍‌ସିଂହପୁର ଅଫିସ, ୧୯।୧୦: ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୩ ତାରିଖରେ ହେବ ଉପନିର୍ବାଚନ। ଗତ ଶୁକ୍ରବାର ପ୍ରାର୍ଥତ୍ପତ୍ର ଦାଖଲ ସରିଛି। ପୂର୍ବତନ ବିଧାୟକ...

ଦୋକାନ ବାରଣ୍ଡାରେ ଦିବ୍ୟାଙ୍ଗ ପରିବାର ମୁଣ୍ଡ ଗୁଞ୍ଜିବା ଘଟଣା: କ୍ଷେତ୍ର ପରିଦର୍ଶନ କରି ସ୍ଥିତି ସମୀକ୍ଷା କଲେ ତହସିଲଦାର

ରସୁଲପୁର,୨|୮(ଡିଏନ୍‌ଏ)- ରସୁଲପୁର ତହସିଲ ଅନ୍ତର୍ଗତ ମଙ୍ଗରାଜପୁର ପଞ୍ଚାୟତ ଖଣ୍ଡାସ ରାଜସ୍ବ ଗ୍ରାମର ସରକାରୀ ଜାଗାରେ ବାସ କରୁଥିବା ଦିବ୍ୟାଙ୍ଗ ଦେବକୀ ପରିବାର ଫନୀ ବାତ୍ୟା ଯୋଗୁ...

କାଠ ଘରେ ପ୍ରାକୃତିକ ଶୀତତାପ ନିୟନ୍ତ୍ରଣ

ଦାରିଙ୍ଗବାଡ଼ି,୨୩।୧: ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକଙ୍କ ପସନ୍ଦ ହେଉଛି ପ୍ରାକୃତିକ ପଦ୍ଧତିରେ କରାଯାଇଥିବା ଟେଣ୍ଟ ହାଉସ୍‌ ବା ଶିବିର। ବର୍ତ୍ତମାନ ରାଜ୍ୟ ସରକାରଙ୍କ...

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ଅଭିଯୁକ୍ତ ଅଟକ

କପ୍ତିପଦା,୨୬ା୨(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଅଭିଯୁକ୍ତଙ୍କୁ ପୋଲିସ୍‌...

Advertisement


Archives

Model This Week