ଅନ୍ତର୍ଜାତୀୟ ମାତୃ ଦିବସରେ ବାଲୁକା କଳାକୃତି: ଦୁଇ ଯୁବ ବାଲୁକା ଶିଳ୍ପୀଙ୍କୁ ଛୁଟୁଛି ପ୍ରଶଂସାର ସୁୁଅ

ଗଞ୍ଜାମ,୯।୫(ଡି.ଏନ୍‌.ଏ.): ମେ ୯ ତାରିଖକୁ ଅନ୍ତର୍ଜାତୀୟ ମାତୃ ଦିବସ ଭାବେ ପାଳନ କରାଯାଏ। ଏହି ଅବସରରେ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ବଟେଶ୍ୱର ଶୈବପୀଠ ନିକଟସ୍ଥ ସମୁଦ୍ର ବେଳାଭୂମିରେ ସ୍ଥାନୀୟ ଅଞ୍ଚଳର ଦୁଇ ଯୁବ ବାଲୁକା ଶିଳ୍ପୀ କଣ୍ଟିଆଗଡ଼ ଗ୍ରାମର ସଚ୍ଚିଦାନନ୍ଦ ପ୍ରଧାନ ଓ ଖଟୁଆକୁଦା ଗ୍ରାମର ରାହୁଲ ପ୍ରଧାନ ମିଳିତ ଭାବେ ଅନ୍ତର୍ଜାତୀୟ ମାତୃ ଦିବସ ସମ୍ବନ୍ଧିତ ବାଲୁକା କରିଛନ୍ତି। ଏହା ମାଧ୍ୟମରେ ସେ ସମାଜକୁ ସଚେତନ ବାର୍ତ୍ତା ଦେଇଛନ୍ତି। ଉଭୟଙ୍କୁ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ

ଗୋପାଳପୁର,୩୧ା୩: ନାବାଳିକାଙ୍କୁ ବଳାତ୍କାର କରିବା ସହ ହତ୍ୟା ଉଦ୍ୟମ ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ଜଣେ ଯୁବକକୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି।...

କରୋନା ମୁକାବିଲା: ସାଇକେଲରେ ସଚେତନତା ବାର୍ତ୍ତା ବାଣ୍ଟିଲା ଓଲଟପୁର ପୋଲିସ

କଣ୍ଟାପଡ଼ା, ୧୭।୪(ଡି.ଏନ୍‌.ଏ.): ମହାମାରୀ କରୋନାରୁ ରକ୍ଷା ପାଇଁ ସାମାଜିକ ଦୂରତ୍ୱ ଏକମାତ୍ର ବିକଳ୍ପ। ଏ ନେଇ କେନ୍ଦ୍ର ତଥା ରାଜ୍ୟ ସରକାର ମେ’ ୩ ତାରିଖ...

୩୫ ମେଟ୍ରିକ୍‌ ଟନ୍‌ ଲୁହାପଥର ବୋଝେଇ ଟ୍ରକ୍‌ ଜବତ

ଯୋଡ଼ା/ଝୁମ୍ପୁରା, ୧୩।୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳରେ ହେଉଥିବା ଖଣିଜ ଚୋରା କାରବାରକୁ ବନବିଭାଗ ଲଗାତାର ଗୋଡାଇ ଧରୁଛି। ସୋମବାର ବିଳମ୍ବିତ ରାତି ପ୍ରାୟ ୧ଟା...

ଗଞ୍ଜାମରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଛତ୍ରପୁର,୨୨।୧୦(ଡି.ଏନ.ଏ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ରହିଛି। ଶୁକ୍ରବାର ଆଭାସୀ ବୈଠକରେ...

ବିଜୁ କନ୍ୟାରତ୍ନ ଯୋଜନା ବାଟବଣା; କମୁଛନ୍ତି ଶିଶୁ କନ୍ୟା

ଅନୁଗୋଳ ଅଫିସ, ୩୦।୯: ଗଞ୍ଜାମ, ନୟାଗଡ ସମେତ ଅନୁଗୋଳରେ ଶିଶୁ କନ୍ୟା ହାର କମିବାରୁ ରାଜ୍ୟ ସରକାର ୨୦୧୬ରେ ଏହି ଜିଲାରେ ଆରମ୍ଭ କରିଥିଲେ ବିଜୁ କନ୍ୟା...

ରାସ୍ତା ଅପେକ୍ଷାରେ ବଡ଼ମୂଳବାସୀ

ଛେଣ୍ଡିପଦା, ୮ା୯(ଡି.ଏନ.ଏ.) – ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମର ମାନ୍ୟତା ମିଳିଥିଲେ ବି ମିଳୁନି ମୌଳିକ ସୁବିଧା। ବିଭିନ୍ନ ମୁଖ୍ୟ ସ୍ଥାନକୁ ସଂଯୋଗ କରୁଥିବା ଅସ୍ଥାୟୀ...

ମନ୍ତ୍ରୀଙ୍କ କୁଶପୁତ୍ତଳିକା ପୋଡ଼ିଲେ

ଭବାନୀପାଟଣା/କୋକସରା,୮।୧୧(ସ୍ବ.ପ୍ର./ଡି.ଏନ.ଏ.): ମମିତା ମେହେର ହତ୍ୟାକାଣ୍ଡ ନେଇ କଳାହାଣ୍ଡି ଜିଲାର ବିଭିନ୍ନ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଭାଜପା ବିକ୍ଷୋଭ କରିବା ସହ ମୁଖ୍ୟମନ୍ତ୍ରୀ ଓ ୨ମନ୍ତ୍ରୀଙ୍କ କୁଶପୁତ୍ତଳିକା...

ତରୁଣ, ପ୍ରବୀଣ କଡ଼ା ମୁକାବିଲା

ବରଗଡ଼ ଅଫିସ୍‌,(ପ୍ରେମାନନ୍ଦ ଖମାରୀ)୨।୧୨: ପଦ୍ମପୁର ଉପନିର୍ବାଚନ ୩ ପ୍ରମୁଖ ଦଳ ବିଜେଡ଼ି, ଭାଜପା, କଂଗ୍ରେସ ପାଇଁ ଗୁରୁତ୍ୱ ବହନ କରୁଛି। ଉକ୍ତ ନିର୍ବାଚନ ମଣ୍ଡଳୀରେ ପୁରୁଖା...

Advertisement
Archives

Model This Week