୨ ମାସ ପରେ ପୁଣି ଆରମ୍ଭ ହେଲା ସଂପ୍ରସାରଣ କାର୍ଯ୍ୟ

ଆରଡ଼ି,୧୬।୧୨( ଡି.ଏନ୍‌.ଏ ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ପୁଣି ଥରେ ସଂପ୍ରସାରଣ କାର୍ଯ୍ୟ ବୁଧବାର ଆରମ୍ଭ ହୋଇଛି। ଚାନ୍ଦବାଲି ତହସିଲଦାର ସୁଶାନ୍ତ ସୁତାରଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ମନ୍ଦିର ପୁଷ୍କରିଣୀର ପଶ୍ଚିମ ପାଶର୍‌ବରେ ଥିବା ୧୯ଟି ବ୍ୟବସାୟ ପ୍ରତିଷ୍ଠାନକୁ ପୂର୍ବରୁ ଦିଆଯାଇଥିବା ନୋଟିସ ମୁତାବକ ଭାଙ୍ଗି ଦିଆଯାଇଥିଲା। ଧୂଷୁରୀ ଥାନାଧିକାରୀ ପ୍ରଫୁଲ୍ଲ କୁମାର ସିଂ, ମନ୍ଦିର ଆରଡ଼ି ରାଜସ୍ବ ନିରୀକ୍ଷକ ଦେବାଶିଷ ରାୟଙ୍କ ସମେତ ଆରଡ଼ି ଫାଣ୍ଡି ପୋଲିସ ସଂପ୍ରସାରଣ କାର୍ଯ୍ୟବେଳେ ଉପସ୍ଥିତ ଥିଲେ । ପୀଠରେ ୧ ପ୍ଲାଟୁନ ପୋଲିସ ମୃତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri