ଶ୍ରମିକଙ୍କ ଉପରେ ଖସିଲା ସିମେଣ୍ଟ ବସ୍ତା: ଚାପିହୋଇଗଲେ ୩୦ରୁ ଊର୍ଦ୍ଧ୍ୱ, ୪ ଗୁରୁତର

ବାଲେଶ୍ୱର ଅଫିସ,୧୩।୩: ବାଲେଶ୍ୱର ଜିଲା ରୁପ୍ସା ଥାନା ଅଞ୍ଚଳର ଏକ ସିମେଣ୍ଟ ଗୋଦାମରେ ବସ୍ତା ଖସି ୪ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଗୁରୁତର ଶ୍ରମିକମାନେ ହେଉଛନ୍ତି ବସ୍ତା ଥାନା ଉଲଡ଼ା ଗ୍ରାମର ଗଙ୍ଗାଧର ଦଳେଇଙ୍କ ପୁଅ କାର୍ତ୍ତିକ(୩୨), ରୁପ୍ସା ଥାନା ତାହାରପୁର ଗ୍ରାମର ବ୍ରଜମୋହନ ସେନାପତିଙ୍କ ପୁଅ ରମେଶ(୨୭) ଓ କାର୍ତ୍ତିକ ଚନ୍ଦ୍ର ବାରିକ(୩୫), ଦୁର୍ଗାପୁର ଗ୍ରାମର ଗୁରୁ ସିଂ (୩୮)। ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଶ୍ରମିକମାନେ କାମ କରୁଥିଲେ । ଏତିକିବେଳେ ଥାକମରା ହୋଇଥିବା ସିମେଣ୍ଟ ବସ୍ତା ଖସି ଚାପି ହୋଇ ଯାଇଥିଲେ । ୩୦ରୁ ଊର୍ଦ୍ଧ୍ୱ ଶ୍ରମିକ ବସ୍ତା ତଳେ ରହି ଯାଇଥିଲେ । କୌଣସି ପ୍ରକାରେ ସମସ୍ତ ଶ୍ରମିକଙ୍କୁ ଉଦ୍ଧାର କରାଯାଇଥିଲା । ମାତ୍ର ସେମାନଙ୍କ ମଧ୍ୟରୁ ୪ ଜଣ ଶ୍ରମିକ ଗୁରୁତର ହୋଇ ପଡ଼ିଥିଲେ। ସେମାନଙ୍କୁ ରୁପ୍ସା ଡାକ୍ତରଖାନାରୁ ତୁରନ୍ତ ଜିଲା ମୁଖ୍ୟ ଚକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri