ଖରାଦିନେ ଟମାଟୋ ଖାଉଛନ୍ତି କି

ଖରାଦିନେ ଟମାଟୋ ଖାଇବା ଶରୀର ପାଇଁ ହିତକର। ଅନେକ ପ୍ରକାର ରୋଗରେ ଟମାଟୋକୁ ଔଷଧ ଭାବେ ଗ୍ରହଣ କରାଯାଏ। ଜାଣନ୍ତୁ ସେ ସମ୍ପର୍କରେ।

-ଟମାଟୋରେ କ୍ୟାଲ୍‌ସିୟମ ଓ ଫସ୍‌ଫରସ୍‌ ରହିଥାଏ। ଏହା ହାଡ଼କୁ ମଜଭୂତ କରିଥାଏ।

-ଟମାଟୋରେ ଭିଟାମିନ୍‌ ଏ ପ୍ରଚୁର ମାତ୍ରାରେ ରହିଥାଏ। ଏହା ଆଖିର ଦୃଷ୍ଟିଶକ୍ତି ବଢ଼ାଇବାରେ ସାହାଯ୍ୟ କରିଥାଏ।

-ପାଚନତନ୍ତ୍ରକୁ ସକ୍ର୍ରିୟ ନ କରାଇଲେ ମଧ୍ୟ ଏହା ଗ୍ୟାସ୍‌ ସମସ୍ୟା ଦୂର କରିଥାଏ।

– ଏହା ଶ୍ୱାସନଳି ସଫା କରିବାରେ ସାହଯ୍ୟ କରିବା ଯୋଗୁ ଶ୍ୱାସ ସମସ୍ୟା ସୃଷ୍ଟି ହୋଇ ନ ଥାଏ।

-ମଧୁମେହ ଓ ହୃଦ୍‌ରୋଗୀଙ୍କ ପାଇଁ ଏହା ବରଦାନ ସଦୃଶ । ଯଦି ଏହାକୁ ସେମାନେ ନିୟମିତ ଖାନ୍ତି ତେବେ ଲାଭବାନ ହେବେ।

-ଏଥିରେ ଭିଟାମିନ୍‌ ପରିମାଣ ଅଧିକ ଥିବାରୁ ଏହାକୁ ଖାଇବା ଫଳରେ ଚର୍ମ କୁଞ୍ଚନ ଦେଖାଯାଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପିଲାଙ୍କୁ ପ୍ଲେ ସ୍କୁଲରେ ଛାଡ଼ିବା ପୂର୍ବରୁ ଏହିସବୁ ଦିଗ ପ୍ରତି ଧ୍ୟାନ ଦିଅନ୍ତୁ

ବର୍ତ୍ତମାନ ସମୟରେ ଅଭିଭାବକମାନେ ପିଲାଙ୍କ ପାଠପଢ଼ାକୁ ନେଇ ବେଶି ଚିନ୍ତିତ। ଅପରପକ୍ଷେ କର୍ମବ୍ୟସ୍ତତା କାରଣରୁ ଅନେକେ ସେମାନଙ୍କର ପିଲାଙ୍କୁ ଶୀଘ୍ର ପ୍ଲେ ସ୍କୁଲରେ ଛାଡିଥାନ୍ତି। କାରଣ...

ମେଦ ବୃଦ୍ଧି କରେ ମୃଦୁ ପାନୀୟ

ବର୍ତ୍ତମାନ ପରିସ୍ଥିତିରେ ମେଦବହୁଳତା ପ୍ରାୟ ଅନେକଙ୍କର ଚିନ୍ତାର କାରଣ ସାଜିଛି। ସାଧାରଣତଃ ଆବଶ୍ୟକତାଠାରୁ ଅଧିକ ଖାଇବା ଏବଂ କୌଣସି କାମ ନ କରି ବସି ରହିବା...

ପ୍ରେମରେ ପଡ଼ିଛନ୍ତି କି? ଏହି ୩ଟି କଥା ପ୍ରତି ହୁଅନ୍ତୁ ଯତ୍ନବାନ; ନଚେତ ଖରାପ ହୋଇପାରେ ସମ୍ପର୍କ

ଭାରତୀୟ ରାଜନୀତି ଏବଂ ଅର୍ଥଶାସ୍ତ୍ରର ଜନକ କୁହାଯାଉଥିବା ଆଚାର୍ଯ୍ୟ ଚାଣକ୍ୟ ବିଷ୍ଣୁଗୁପ୍ତ ଏବଂ କୌଟିଲ୍ୟ ନାମରେ ମଧ୍ୟ ଖ୍ୟାତ। ସେ ଜଣେ ଦକ୍ଷ ରାଜନେତା, ଚତୁର...

ତ୍ୱଚା ପାଇଁ ବରଦାନ ନଡ଼ିଆ ତେଲ

ସବୁଠୁ ସହଜ ଏବଂ ସୁଲଭ ଦରରେ ମିଳୁଥିବା ନଡ଼ିଆ ତେଲରେ ଭରି ରହିଛି ଅନେକ ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପାଦାନ। ଏହାକୁ କିପରି ବ୍ୟବହାର କଲେ ଆପଣ...

ଜିନ୍ସ ଶାଢ଼ି ଫ୍ୟାଶନ୍‌

ଓ୍ବେଷ୍ଟର୍ନ ଆଉଟ୍‌ଫିଟ୍‌ରେ ଜିନ୍ସର ଫ୍ୟାଶନ ଯେମିତି କେବେବି ଆଉଟ୍‌ ଡେଟେଡ୍‌ ହୁଏନାହିଁ ସେହିଭଳି ଇଣ୍ଡିଆନ୍‌ ଓ୍ବେର୍‌ରେ ଶାଢ଼ିର ଫ୍ୟାଶନ୍‌ ବି ସବୁବେଳେ ରହିଛି ଓ ରହିଥିବ।...

ବର୍ଷାଦିନରେ କେଶର ଯତ୍ନ

ବର୍ଷାଦିନରେ ବଢ଼ୁଥିବା କେଶ ସମସ୍ୟା ଚିନ୍ତାର କାରଣ ହୋଇପାରେ। ଏଥିଲାଗି ଆପଣଙ୍କୁ କେତୋଟି ଉପାୟ ଦିଆଯାଉଛି ଯାହାକୁ ଆପଣାଇ ହେବେ ଟେନସନ୍‌ ଫ୍ରି । ଜାଣନ୍ତୁ...

ରାତିରେ କଦଳୀ ଖାଉଛନ୍ତି କି?

କଦଳୀ ଏକ ସ୍ବାସ୍ଥୋପଯୋଗୀ ଫଳ। ଏଥିରେ ୨୫ ପ୍ରତିଶତ ସୁଗାର ରହିଥାଏ, ଯାହା ଶରୀରର ଆବଶ୍ୟକତାକୁ ପୂରଣ କରିବାରେ ସାହାଯ୍ୟ କରିଥାଏ। ଦିନ ତମାମ ପରିଶ୍ରମ...

ହଜିଯାଉଛି ଜୈବ ବିବିଧତା

ଜୀବମାନଙ୍କର ଭିନ୍ନତା ବା ବିବିଧତା ହେଉଛି ଜୈବ ବିବିଧତା। ଆମ ପରିବେଶରେ ବଞ୍ଚତ୍ଥିବା ସମସ୍ତ ଜୀବଜନ୍ତୁ, ଗଛଲତା, କୀଟପତଙ୍ଗ ଓ ଅଣୁଜୀବମାନଙ୍କର ଅବସ୍ଥିତିକୁ ମଧ୍ୟ ଜୈବ...

Advertisement
Archives

Model This Week