ବିନ୍ଦୁସାଗରରୁ ମିଳିଲା ଇଞ୍ଜିନିୟରିଂ ଛାତ୍ରଙ୍କ ମୃତଦେହ, ଇନଷ୍ଟାଗ୍ରାମରେ ଶେୟାର କରିଥିଲେ ଶେଷ କଥା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜଧାନୀ ବିନ୍ଦୁସାଗରରୁ ରବିବାର ଜଣେ ଛାତ୍ରଙ୍କ ମୃତଦେହ ମଳିଛିି। ମୃତକ ଜଣକ ଇଞ୍ଜିନିୟରିଂ ଛାତ୍ର ତାଙ୍କ ନାମ ସାଇଶ୍ରୀ ଜ୍ୟୋତିପ୍ରକାଶ ବୋଲି ଜଣାପଡ଼ିଛି। ଜ୍ୟୋତିପ୍ରକାଶ ମାନସିକ ଦୁଶ୍ଚିନ୍ତାରେ ଥିବା ବେଳେ ଆତ୍ମହତ୍ୟା କରିଥିବା ସନ୍ଦେହ କାରଯାଉଛି । ଏମିତିକି ଆତ୍ମହତ୍ୟା ପୂର୍ବରୁ ସୋସିଆଲ ମିଡିଆରେ ସେ ସୁଇସାଇଡ ନୋଟ ପୋଷ୍ଟ କରିଥିବା ଦେଖିବାକୁ ମିଳିଛି । ଲିଙ୍ଗରାଜ ଥାନା ପୋଲିସ ଓ ଅଗ୍ନିଶମ ବିଭାଗ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି।
ଆତ୍ମହତ୍ୟା ପୂର୍ବରୁ ସେ ଇନଷ୍ଟାଗ୍ରାମରେ ଶେଷ ପୋଷ୍ଟ ଯେଉଁଥିରେ ସେ କଷ୍ଟଦାୟକ ଜୀବନ ନେଇ ଉଲ୍ଲେଖ କରିଥିଲେ। ସେ ଲେଖିଛନ୍ତି, ‘ପୃଥିବୀ ତାଙ୍କୁ ଅମାନୁଷିକ ଲାଗେ । ତାଙ୍କ ଜୀବନ ସବୁଠାରୁ କଷ୍ଟକର । ଏଣୁ ମୁଁ ମୋ ନିଜକୁ ମାରି ଦେବାକୁ ଚାହୁଁଛି। ବହୁଦିନ ହେଲା ମୋ ଜୀବନ ଶେଷ କରି ଦେବାକୁ ଚାହୁଁଥିଲି । ହେଲେ କିଛି ସାଙ୍ଗସାଥୀ ଓ ସମ୍ପର୍କୀୟଙ୍କ ଯୋଗୁ ମତେ ସାମାନ୍ୟ ଆଶ୍ୱାସନା ମିଳିଯାଉଥିଲା । ଯାହାର ଶେଷ ମୁହୂର୍ତ୍ତ ଆସିଛି । ଶେଷ ଦିନରେ ମୁଁ ସମସ୍ତଙ୍କୁ ଗୁଡ ବାଏ କହୁଛି । ଧନ୍ୟବାଦ ସମସ୍ତଙ୍କୁ ଜଣାଉଛି । ମୁଁ ମରିବା ବେଳେ ହସି ହସି ମରୁଛି । ମୋର ପ୍ରତି ମୁହୂର୍ତ୍ତର ସ୍ମୃତିକୁ ମୁଁ ଶେୟାର କରିଛି । ମୁଁ ହସି ହସି ମରୁଛି । ମୁଁ ତୁମକୁ ବହୁତ ଭଲ ପାଉଥିଲି । ବହୁତ ବିଶ୍ୱାସ କରୁଛି । ରହୁଛି ତୁମର ସାଇଶ୍ରୀ ବୋଲି ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ…

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ: ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌

ଭୁବନେଶ୍ୱର, ୧୨।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?