ଶୁଟିଂ ସେଟ୍‌ରେ କାନ୍ଦିଥିଲେ ରୁପା ଗାଙ୍ଗୁଲି, କାହିଁକି ଜାଣନ୍ତୁ

ରୁପା ଗାଙ୍ଗୁଲି ଜଣେ ଅଭିନେତ୍ରୀ ବ୍ୟତୀତ ଭଲ ଗାୟିକା। ସେ ୧୯୮୮ରେ ବି.ଆର ଚୋପ୍ରାଙ୍କ ମହାଭାରତରେ ଦ୍ରୌପଦୀଙ୍କ ଭୂମିକାରେ ଅଭିନୟ କରିଥିଲେ। ସେହି ସମୟରେ ମହାଭାରତର ଦ୍ରୌପଦୀଙ୍କ ବସ୍ତ୍ରହରଣ ସିନ୍‌ କରିବା ସମୟରେ ରୁପା କାନ୍ଦି ପକାଇଥିଲେ।

ରୁପା ଶୁଟିଂ ସେଟ୍‌ରେ ଏତେ କାନ୍ଦିଲେ ଯେ, ମେକର୍ସ ଏବଂ ତାରକାମାନେ ଦୀର୍ଘ ସମୟ ପର୍ଯ୍ୟନ୍ତ ଚୁପ ରହିଥିଲେ। ଜଣେ ଅଭିନେତ୍ରୀ ଭାବରେ ରୁପା ଏହି ଦୃଶ୍ୟକୁ ଏତେ ଭଲ ଭାବରେ ଅଭିନୟ କରିଥିଲେ ଯେ, ଏହାକୁ ଗୋଟିଏ ଥର ଶୁଟ କରାଯାଇଥିଲା। ସେ ଏଥିରେ କୌଣସି ରିଟେକ ନେଇ ନଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁର କିଛି ଘଣ୍ଟା ପୂର୍ବରୁ ଗୁଗୁଲ୍‌ରେ ନିଜକୁ ଖୋଜିଥିଲେ ସୁଶାନ୍ତ

ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରଠାରୁ ସୋସିଆଲ ମିଡିଆରେ ଅନେକ କଳ୍ପନାଜଳ୍ପନା ଚାଲିଛି। ତେବେ ମୁମ୍ବାଇ ଏବେ ପୋଲିସ ଏହି ଘଟଣାର ତଦନ୍ତ କରୁଛି। ଏକ...

ହ୍ରିତିକ ରୋଶନଙ୍କର ହେବ ଇଣ୍ଟରନ୍ୟାଶନାଲ ଡେବ୍ୟୁ!

ମୁମ୍ବାଇ: ବଲିଉଡ୍ ନାୟକ ହ୍ରିତିକ ରୋଶନ ତାଙ୍କର ଇଣ୍ଟରନ୍ୟାଶନାଲ ଡେବ୍ୟୁ ପାଇଁ ପ୍ରସ୍ତୁତ ହୋଇ ସାରିଲେଣି । ଗତବର୍ଷ ରିଲିଜ୍ ହୋଇଥିବା ସୁପରହିଟ୍ ଫିଲ୍ମ ‘ସୁପର-୩୦’ର...

ମହାରାଷ୍ଟ୍ର ଦର୍ଶକଙ୍କ ପାଇଁ ଖୁସି ଖବର: ଫିଲ୍ମ ତାନାଜୀ ହେଲା ଟ୍ୟାକ୍ସ ଫ୍ରି

ମୁମ୍ବାଇ,୨୨।୧: ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ତାନାଜୀ-ଦ ଅନସଙ୍ଗ ଓ୍ବାରିୟର’ ବକ୍ସ ଅଫିସ୍‌ରେ ଏବେ ଧମାଲ୍‌ କରୁଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ...

ଚର୍ଚ୍ଚାରେ ଦିଶାଙ୍କ କିକ୍‌

ମୁମ୍ବାଇ; ବଲିଉଡ୍‌ର ବୋଲ୍ଡ କୁଇନ୍ ଦିଶା ପାଟନି ଏବେ ଖୁବ୍ ଚର୍ଚ୍ଚାରେ । ଅଭିନୟ ସହ ସେ ମାର୍ଶାଲ ଆର୍ଟରେ ବି ବେଶ୍ ପାରଙ୍ଗମ ।...

ଦୟା କରନାହିଁ ଅନନ୍ୟା

ମୁମ୍ବ।ଇ: ବଲିଉଡ୍ ଷ୍ଟାର କିଡ୍ ଅନନ୍ୟା ପାଣ୍ଡେ ଏବେ ଖୁବ୍ ଚର୍ଚ୍ଚାରେ । ନିଜର ସ୍ଲିମ ଫିଗର ପାଇଁ ସେ ଯେତିକି ପରିଚିତ ତା’ଠାରୁ ଅଧିକ...

ବିରାଟଙ୍କ ଶତକ ଦେଖି ଅନୁଷ୍କା କହିଲେ…

ଦୁବାଇ,୯।୯: ଗୁରୁବାର ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଏସିଆ କପ ୨୦୨୨ର ୧୧ତମ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚରେ ୩ ବର୍ଷ ପରେ ବିରାଟ...

ସାମ୍ନାକୁ ଆସିଲା ସତୀଶଙ୍କ ବ୍ୟବଚ୍ଛେଦ ରିପୋର୍ଟ

ମୁମ୍ବାଇ: ବଲିଉଡର ଜଣାଶୁଣା ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କର ପରଲୋକ ଘଟିଛି। ତେବେ ଶେଷ ରୀତିନୀତି ପୂର୍ବରୁ ସତୀଶଙ୍କ ପୋଷ୍ଟମର୍ଟମ କରାଯାଇଥିଲା। ବର୍ତ୍ତମାନ ସତୀଶଙ୍କ...

ପ୍ରେମରେ ପଡିଛନ୍ତି ସୁହାନା!

ମୁମ୍ବାଇ: ବଲିଉଡରେ ଏବେ ଷ୍ଟାର କିଡଙ୍କ ଚର୍ଚ୍ଚା ଖୁବ୍ ହେଉଛି । ସେମାନେ ମନୋରଞ୍ଜନ ଦୁନିଆରେ ପାଦ ରଖନ୍ତୁ ଅବା ନ ରଖନ୍ତୁ ଏହାପରେ ବି...

Advertisement
Archives

Model This Week