Posted inଜାତୀୟ

ଅବଧ ଆସାମ ଏକ୍ସପ୍ରେସର ଏସି ବଗିରେ ଧୂଆଁ, ଡେଇଁପଡି ଜୀବନ ବଞ୍ଚାଇଲେ ଯାତ୍ରୀ

ମୁଜାଫରପୁର,୯ ।୨: ବୁଧବାର ସନ୍ଧ୍ୟାରେ ଅବଧ ଆସାମ ଏକପ୍ରେସ ଏକ ଦୁର୍ଘଟଣାର ଶିକାର ହେବାକୁ ଯାଉଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛି । ଏହାର ବି-୨ ଏସି କୋଚ ହଠାତ୍ ଧୂଆଁରେ ଭରି ଯାଇଥିବା ବେଳେ ଯାତ୍ରୀମାନେ ହଡବଡେଇ ଯାଇଥିଲେ । ଟ୍ରେନରେ ଯାତ୍ରା କରୁଥିବା ଜଣେ ଯାତ୍ରୀ ନିଜର ଉପସ୍ଥିତ ବୁଦ୍ଧିରେ ରାମଦୟାଳୁ ଷ୍ଟେଶନର ଆଉଟରେ ଚେନ୍ ପୁଲିଂ କରି ଦେଇଥିଲେ । ଫଳରେ ଟ୍ରେନ୍ ଅଟକିବା ପରେ ଏସିବଗିର ଯାତ୍ରୀମାନେ ଜୀବନ ବଞ୍ଚାଇବାକୁ ଜଣକ ପରେ ଜଣେ ବଗିରୁ ଡେଇଁ ପଡିଥିଲେ । ୧୫୯୦୯ ଅବଧ ଆସାମ ଏକ୍ସପ୍ରେସ୍ ଦିବ୍ରୁଗଡ଼ରୁ ଲାଲଗଡ଼ ଯାଉଥିଲା । କିଛି ସମୟ ପାଇଁ ଟ୍ରେନ୍‌ରେ ନିଆଁ ଲାଗିଯାଇଥିବା ମଧ୍ୟ ଶୁଣିବାକୁ ମିଳିଥିଲା ।
ଏସି କୋଚରେ ଧୂଆଁ ଦେଖି ଯାତ୍ରୀମାନ ଡରି ଯାଇଥିଲେ । ମୁଜାଫରପୁରରୁ ପ୍ରାୟ ୬ଟା ୩୦ରେ ଟ୍ରେନ୍ ଯାତ୍ରା ଆରମ୍ଭ କରିଥିଲା । କୁହାଯାଉଛି କି କୌଣସି କାରଣରୁ ଏସି ବଗିର ଚକା ଜାମ ହୋଇଯିବାରୁ ଧୂଆଁ ବାହାରିଥିଲା । ଆଉ ଏହାପରେ ଯାତ୍ରୀଙ୍କ ମଧ୍ୟରେ ଭୟ ଦେଖାଦେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?