ପୌର ନିର୍ବାଚନରେ ରହିବ ‘ନୋଟା’

ଭୁବନେଶ୍ୱର,୧୧।୨(ବ୍ୟୁରୋ): ପଞ୍ଚାୟତ ପରେ ପୌର ନିର୍ବାଚନ ହେବ । ଏଥର ପୌର ନିର୍ବାଚନରେ ଭୋଟ ଫାଇଁ ଇଭିଏମ୍‌ର ବ୍ୟବହାର କରାଯିବ। ସେଥିରେ ‘ଏନ୍‌ଓଟିଏ’ ନୋଟା ବିକଳ୍ପ ରଖାଯିବ ବୋଲି ଶୁକ୍ରବାର ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ କୁହାଯାଇଛି।
ସୂଚନାଯୋଗ୍ୟ, ପୂର୍ବରୁ ବିଧାନସଭା ଓ ଲୋକସଭା ନିର୍ବାଚନରେ ‘ନୋଟା’ର ବ୍ୟବହାର ହୋଇଆସୁଛି। ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଇଭିଏମ୍‌ରେ ଶେଷ ପ୍ରାର୍ଥୀଙ୍କ ନାଁ ପରେ ‘ଉପରୋକ୍ତ ପ୍ରାର୍ଥୀଙ୍କ ମଧ୍ୟରୁ କେହି ନୁହନ୍ତି’ ବୋଲି ଉଲ୍ଲେଖ ରହିବ ଓ ତା’ ସହିତ ପ୍ରାର୍ଥୀଙ୍କ ଚିହ୍ନ ଭଳି ‘ନୋଟା’ ପାଇଁ ମଧ୍ୟ ଏକ ଚିହ୍ନ ରହିବ। ପୌର ନିର୍ବାଚନ ପାଇଁ ଗତକାଲି ରାଜ୍ୟ ନିର୍ବାଚନ କମିଶନ ସର୍ବଦଳୀୟ ବୈଠକ ଡାକିଥିଲେ। ବୈଠକରେ ପୌରନିର୍ବାଚନରେ ଇଭିଏମ୍‌ ବ୍ୟବହାର କରାଯିବ ବୋଲି ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷରେ ଟ୍ରିବ୍ୟୁନାଲଙ୍କ ପାଇଁ ୬.୫୬ କୋଟି ଖର୍ଚ୍ଚ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଦେଖାଦେଇଥିବା ଜଳ ବିବାଦର ସମାଧାନ ପାଇଁ କେନ୍ଦ୍ର ସରକାର ୨୦୧୮ ମାର୍ଚ୍ଚରେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଗଠନ...

୪ .୮୦ କୋଟିର ବ୍ୟାଙ୍କ ଋଣ ଠକେଇ: ଟିମ୍ବର ଡିପୋ ପ୍ରୋପ୍ରାଇଟର ଗିରଫ

ଭୁବନେଶ୍ୱର,୭।୪(ବ୍ୟୁରୋ): ଜନପଥସ୍ଥିତ ଆଇଡିବିଆଇ ବ୍ୟାଙ୍କରେ ୬ଟି ପ୍ଲଟ ବନ୍ଧକ ରଖି ୪ କୋଟି ୮୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଆର.କେ. ଟିମ୍ବର କମ୍ପାନୀର ପ୍ରୋପ୍ରାଇଟର...

ଜିଲାପାଳ, ବିମାନବନ୍ଦର କର୍ତ୍ତୃପକ୍ଷଙ୍କୁ ସତର୍କ କରାଇଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ବିଭିନ୍ନ ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ପୁଣି ବୃଦ୍ଧି ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ବିମାନବନ୍ଦର, ରେଳଷ୍ଟେଶନଗୁଡ଼ିକରେ ଏହି ମହାମାରୀ ଯେପରି ନ...

ନିୟମ ମାନୁନାହାନ୍ତି ବ୍ୟବସାୟୀ

ଅନୁଗୋଳ ଅଫିସ, ୩୧ା୭ ପାଟିକୁ ସୁଆଦିଆ ଲାଗୁଥିଲେ ମଧ୍ୟ ଅନୁଗୋଳ ସହରର ଅନେକ ସ୍ଥାନରେ ବିକ୍ରି ହେଉଥିବା ଖାଦ୍ୟ ଅତ୍ୟନ୍ତ ଅସ୍ବାସ୍ଥ୍ୟକର। ବିଶେଷକରି ବର୍ଷାଦିନେ ଏପରି...

CORONAVIRUS UPDATE: ଯାଜପୁରରେ ପୁଣି ୨ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୭

ଭୁବନେଶ୍ୱର,୧।୫(ବ୍ୟୁରୋ): ଯାଜପୁର ଜିଲାରୁ ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ସାମ୍ବାଦିକ ରାମହରି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର,୨୬।୫(ବ୍ୟୁରୋ)- ବରିଷ୍ଠ ତଥା ଜଣାଶୁଣା ସାମ୍ବାଦିକ ରାମହରି ମିଶ୍ରଙ୍କ ଶନିବାର ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ କ୍ଲିନିକରେ ସେ ଇହଧାମ ତ୍ୟାଗ କରିଛନ୍ତି। ତାଙ୍କୁ...

ପରଲୋକରେ ଉପେନ୍ଦ୍ର କୁମାର ପାହାଡ଼ସିଂହ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ପରଲୋକରେ ଆକାଶବାଣୀର ପୂର୍ବତନ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡସିଂହ। ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ହୃଦଘାତରେ ତାଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି। ତେବେ...

ପୋଲିସ ଡିଜିପି ଭାବେ ଦାୟିତ୍ୱ ନେଲେ ଅଭୟ

କଟକ ଅଫିସ୍‌, ୯।୧୨:ସୋମବାର ନୂଆ ପୋଲିସ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଅଭୟ। କଟକ ପୋଲିସ ମୁଖ୍ୟାଳୟରେ ପହଞ୍ଚି ସେ ଦାୟିତ୍ୱଗ୍ରହଣ କରିଛନ୍ତି। ଅନ୍ତରୀଣ...

Advertisement
Archives

Model This Week