Posted inଜାତୀୟ

କୁପଓ୍ବାରାରେ ହିମସ୍ଖଳନ: ଜଣେ ଯବାନ ଶହୀଦ୍‌

ଶ୍ରୀନଗର,୧୮।୧୧: ଜମ୍ମୁ-କଶ୍ମୀରର କୁପଓ୍ବାରା ଜିଲାରେ ହିମସ୍ଖଳନରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ଏହି ଘଟଣାରେ ଅନ୍ୟ ଦୁଇଜଣ ଯବାନ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବେସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ବିଭାଗ ପକ୍ଷରୁ ବୁଧବାର କୁହାଯାଇଛି। ମଙ୍ଗଳବାର ରାତ୍ର ୮ଟାରେ ତଙ୍ଗଧଶଣ ନିକଟରେ ଥିବା ରୋଶନ ପୋଷ୍ଟଠାରେ ହିମସ୍ଖଳନ ହୋଇଥିଲା। ବରଫ ତଳେ ଯବାନମାନେ ଚାପି ହୋଇ ରହିଯାଇଥିଲେ। ପରେ ଖବର ପାଇ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟ ବିଚାରପତିଙ୍କୁ ହୃଦ୍‌ଘାତ

ନୂଆଦିଲ୍ଲୀ,୧୭।୬(ପି.ଟି.):ହିମାଚଳପ୍ରଦେଶରେ ଥିବା ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହାଙ୍କୁ ଗୁରୁବାର ହୃଦ୍‌ଘାତ ହେବାରୁ ତାଙ୍କୁ ଚିକିତ୍ସା ପାଇଁ ଏୟାର ଆମ୍ବୁଲାନ୍ସ ଯୋଗେ ଦିଲ୍ଲୀ ଅଣାଯାଇଛି। ଭାରତର...

ଦେଶ ଚାଲିବ‘ଜନ୍‌ କି ବାତ୍‌’ରେ ନୁହେଁ ‘ମନ୍‌ କି ବାତ୍‌’ରେ : ଉଦ୍ଧବ

ମୁମ୍ବାଇ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଉପରେ ସାରା ଦେଶର ନଜର ଥିବା ବେଳେ ପୁଣିଥରେ ବିଜୟ ଦ୍ୱାରରେ ଠିଆ ହୋଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା...

ଉଦ୍ଧବଙ୍କୁ ଆଶ୍ୱସ୍ତି, ନିର୍ବାଚନ ଚିହ୍ନ ସମ୍ପର୍କରେ ଫଇସଲା କରନ୍ତୁନି ନିର୍ବାଚନ ଆୟୋଗ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୪।୮ : ସୁପ୍ରିମକୋର୍ଟରେ ଉଦ୍ଧବ ଠାକରେଙ୍କୁ ଆଶ୍ୱସ୍ତି ପ୍ରଦାନ କରାଯାଇଛି। ଏବେ ନିର୍ବାଚନ ଚିହ୍ନ ଉପରେ ନିର୍ବାଚନ ଆୟୋଗ(ଇସି) କୌଣସି ନିଷ୍ପତ୍ତି ନେବେ ନାହିଁ...

ନିର୍ଭୀକ ସ୍ବର ହେବାକୁ ଚାହେଁ

ନୂଆଦିଲ୍ଲୀ, ୬ା୭: ସୋସିଆଲ ମିଡିଆରେ ଟ୍ରୋଲ ଏବଂ ବିଭିନ୍ନ ଥାନାରେ ମାମଲା ରୁଜୁ ସତ୍ତ୍ୱେ ଫିଲ୍ମ ନିର୍ଦ୍ଦେଶିକା ଲୀନା ମାନିମେକଲାଇ ସବୁପ୍ରକାର ଫଳାଫଳାକୁ ସାମ୍‌ନାକୁ କରିବାକୁ...

ୟୁପିରେ କାଉଡିଆ ଯାତ୍ରା ବନ୍ଦ

ଲକ୍ଷ୍ନୌ, ୧୭ା୭: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ସରକାର ରାଜ୍ୟରେ କାଉଡିଆ ଯାତ୍ରାକୁ ଶନିବାର ବାତିଲ କରିଛନ୍ତି। କାଉଡିଆ ଯାତ୍ରାର ନିଷ୍ପତ୍ତିର ପୁନର୍ବିଚାର କରିବା...

ମହନ୍ତ ନରେନ୍ଦ୍ର ଗିରି ହତ୍ୟା ମାମଲା: ମିଳିଲା ୬ ପୃଷ୍ଠାର ସୁଇସାଇଡ୍ ନୋଟ

ପ୍ରୟାଗରାଜ,୨୧ ।୯: ଆଖଡା ପରିଷଦର ଅଧ୍ୟକ୍ଷ ନରେନ୍ଦ୍ର ଗିରି ଯେଉଁ କୋଠରିରେ ଆତ୍ମହତ୍ୟା କରିଥିଲେ ଏବେ ସେଠାରୁ ୬ ପୃଷ୍ଠାର ସୁଇସାଇ୍‌ଡ୍ ନୋଟ ମିଳିଥିବା ଜଣାପଡିଛି...

କ୍ଷମତାକୁ ଆସିଲେ କ୍ୟାବିନେଟର ପ୍ରଥମ ଦିନରେ ୧୦ ଲକ୍ଷ ଯୁବକଙ୍କୁ ଚାକିରି ଦେବେ ତେଜସ୍ୱୀ

ପାଟନା,୨୭ ।୯: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବଳେ ସମସ୍ତ ରାଜନୈତିକ ଦଳ ଜନତାଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ନୂଆ ନୂଆ ଯୋଜନା...

ଜାମିଆରେ ଫୁଟିଲା ଗୁଳି

ନୂଆଦିଲ୍ଲୀ, ୪ା୨(ପି.ଟି.): ସିଏଏ ଓ ଏନ୍‌ଆର୍‌ସିକୁ ବିରୋଧ ଜାରି ରହିଥିବା ବେଳେ ରବିବାର ରାତିରେ ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ ନିକଟରେ ପୁଣି ଗୁଳିକାଣ୍ଡ...

Advertisement
Archives

Model This Week