ମାଉଣ୍ଟ ମାନସଲୁରେ ହିମ ସ୍ଖଳନ, ୩ ପର୍ବତାରୋହୀଙ୍କ ମୃତ୍ୟୁ…

କାଠମାଣ୍ଡୁ, ୨୮।୯ : ନେପାଳର ମାନସଲୁ ମାଉଣ୍ଟରେ ଏକ ବଡ଼ ଧରଣର ଦୁର୍ଘଟଣାରେ ତିନି ପର୍ବତାରୋହୀଙ୍କ ମୃତ୍ୟୁ ଘଟିଛି। ମାଉଣ୍ଟ ମାନସଲୁରେ ହିମ ସ୍ଖଳନ ଯୋଗୁ ଏଭଳି ଘଟିଛି। ଏଥିରେ ୧୨ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ତେବେ ୭ ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟମାନଙ୍କୁ ଖୋଜା ଚାଲିଛି। ତେଣୁ ମୃତକଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି।

ନିଖୋଜ ଆମେରିକୀୟ ପର୍ବତାରୋହୀ ହିଲାରୀ ନେଲସନଙ୍କ ମୃତଦେହ ମିଳିଛି। କ୍ୟାମ୍ପ ୪ର ଠିକ ତଳେ ଥିବା ରାସ୍ତାରେ ହିମ ସ୍ଖଳନ ଯୋଗୁ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ସେଭେନ ସମ୍ମିଟ ଟ୍ରେକ୍ସ, ସାଟୋରି ଆଡଭେଞ୍ଚର, ଇମିଜିନ ନେପାଳ ଟ୍ରେକ୍ସ, ଏଲିଟି ଏକ୍ସପେଡ଼ିଶନ ଏବଂ ୮-କେ ଏକ୍ସପେଡ଼ିଶନର ଶେର୍ପା ପର୍ବତାରୋହୀମାନେ ଏହି ହିମସ୍ଖଳନ ଯୋଗୁ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ କିଶୋରଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୧୩।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ସମ୍ପତ୍ତି ସମ୍ପର୍କିତ ବିବରଣୀ ପ୍ରକାଶ…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri