‘ଟାଇଟାନିକ’ର ରେକର୍ଡ ଭାଙ୍ଗିଲା ‘ଅବତାର-୨’

ମୁମ୍ବାଇ: ଜଣାଶୁଣା ଚଳଚ୍ଚିତ୍ର ନିର୍ମାତା ଜେମ୍ସ କ୍ୟାମେରନଙ୍କ ଚଳଚ୍ଚିତ୍ର ଅବତାର: ଦ ଓ୍ବେ ଅଫ ୱାଟର ଗତ ଡିସେମ୍ବର ୨୨ରେ ରିଲିଜ୍‌ ହୋଇଥିଲା। ଫିଲ୍ମଟି ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ବକ୍ସ ଅଫିସରେ ବିଶ୍ୱର ତୃତୀୟ ସର୍ବାଧିକ ଆୟ କରିଥିବା ଚଳଚ୍ଚିତ୍ର ହୋଇପାରିଛି। ରିପୋର୍ଟ ଅନୁଯାୟୀ, ‘ଅବତାର ୨’ ଟାଇଟାନିକର ରେକର୍ଡ ଭାଙ୍ଗିଦେଇଛି। ‘ଟାଇଟାନିକ’ ସାରା ବିଶ୍ୱରେ ୨.୨୪୩୩ ବିଲିୟନ ଡଲାର ଆୟ କରିଥିବା ବେଳେ ‘ଅବତାର ୨’ ୨.୨୪୪୮ ବିଲିୟନ ଡଲାର ଆୟ କରିଛି। ସବୁଠାରୁ ଇନଷ୍ଟ୍ରେଟିଙ୍ଗ୍‌ କଥା ହେଉଛି କି ‘ଅବତାର ୨’ ଏବଂ ‘ଟାଇଟାନିକ’ର ନିର୍ଦ୍ଦେଶକ ହେଉଛନ୍ତି ଜେମ୍ସ କ୍ୟାମେରନ। ୧୯୯୭ ରେ ଟାଇଟାନିକ ମୁକ୍ତିଲାଭ କରିଥିଲା।
ତେବେ ‘ଟାଇଟାନିକ’ ରିଲିଜ୍‌ ହେବାର ୨୫ ବର୍ଷ ଅବସରରେ ଏହା ପୁଣି ଥରେ ଦର୍ଶକଙ୍କ ପାଇଁ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri