ରିଲିଜର ଦୁଇ ସପ୍ତାହ ପରେ ବି କମିନି କ୍ରେଜ୍‌, ଭାରତରେ ୨୫୦ କୋଟି ବ୍ୟବସାୟ କଲାଣି ‘ଅବତାର ୨’ !

ବମ୍ବେ: ରିଲିଜ ହେବାର ଦୁଇ ସପ୍ତାହ ବିତିଥିଲେ ହେଁ ଭଲ ବ୍ୟବସାୟ କରୁଛି ହଲିଉଡ ଫିଲ୍ମ ‘ଅବତାର: ଦ ଓ୍ବେ ଅଫ୍‌ ଓ୍ବାଟର’। କାହାଣୀର ପୃଷ୍ଠଭୂମୀ ରୋମାଞ୍ଚକର ହୋଇଥିବାରୁ ସିନେମାଘରଗୁଡ଼ିକରେ ଦର୍ଶକଙ୍କ ପ୍ରବଳ ଗହଳି ଦେଖିବାକୁ ମିଳୁଛି। ରବିବାର ଫିଲ୍ମଟି ୨୫-୨୬ କୋଟି କଲେକ୍ସନ କରିଛି। ଏହାପୂର୍ବରୁ ଶୁକ୍ରବାର ଏହା ପ୍ରାୟ ୧୩ କୋଟି ଏବଂ ଶନିବାର ୨୧ କୋଟିରୁ ଅଧିକ ରୋଜଗାର କରିଥିଲା। ଏହି ଅନୁପାତ ଦେଖିଲେ କ୍ରିସମାସ୍‌ ଛୁଟିର ଲାଭ ମିଳିଥିବା ସ୍ପଷ୍ଟ ହୋଇଛି। ‘ଅବତାର ୨’ ଏବେ ବକ୍ସ ଅଫିସରେ ସବୁଠାରୁ ଅଧିକ ବ୍ୟବସାୟ କରିଥିବା ଫିଲ୍ମ ପାଲଟିଛି।

ତେବେ ୧୩ ବର୍ଷ ପୂର୍ବେ ରିଲିଜ ହୋଇଥିଲା ‘ଅବତାର’। ଫିଲ୍ମଟି ଭାରତରେ ୧୦୦ କୋଟିରୁ ଅଧିକ ରୋଜଗାର କରିଥିଲା। ସେତେବେଳେ ସମୟରେ ଏହି ମାର୍ଜିନ ଛୁଇଁବା ସହଜ ନ ଥିଲା। କାରଣ ଅନେକ ଭାରତୀୟ ଫିଲ୍ମ ସେଯାଏ ପହଞ୍ଚି ପାରୁ ନ ଥିଲେ। ଏବେ କିନ୍ତୁ ‘ଅବତାର-୨’ ଭାରତରେ ଜବରଦସ୍ତ ରୋଜଗାର କରୁଛି। ଆଗାମୀଦିନରେ ଏହା ବ୍ୟବସାୟରେ ରେକର୍ଡ କରିବ ବୋଲି ଅନୁମାନ କରାଯାଉଛି।

ରିଲିଜର ପ୍ରଥମ ଦିନ ଏହା ୪୦ କୋଟି ଟଙ୍କା ବ୍ୟବସାୟ କରିଥିଲା ବେଳେ ପ୍ରଥମ ସପ୍ତାହରେ ୧୨୫ କୋଟି ଟଙ୍କାରୁ ଅଧିକ କମାଇ ଥିଲା। ମୋଟ କଲେକ୍ସନ ଦେଖିଲେ ଏହା ୧୯୦ ଟଙ୍କା ରୋଜଗାର କରିଥିଲା। ସେହିଭଳି ଦ୍ୱିତୀୟ ସପ୍ତାହରେ ଏହା ୬୦ କୋଟିରେ ପହଞ୍ଚିଥିବା ଦେଖାଯାଉଛି। ଶେଷ କଲେକ୍ସନ ରିପୋର୍ଟ ଆସିବା ପରେ ସ୍ଥିତି ସ୍ପଷ୍ଟ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri