Posted inଫୁରସତ

ରାସ୍ତାରେ ପଡ଼ିଥିଲା ୧୦୦ ଟଙ୍କିଆ ନୋଟ, ଉଠାଇବା ପରେ ବ୍ୟକ୍ତି ଯାହା ଦେଖିଲେ…

ଯଦି ରାସ୍ତାରେ ଟଙ୍କା ପଡ଼ିଥିବା କିଏ ଦେଖନ୍ତି, କେହିବି ଏହାକୁ ଅଣଦେଖା କରନ୍ତି  ନାହିଁ। ଯେ କେହି  ଏହାକୁ   ଉଠାଇଥାନ୍ତି। ବହୁତ୍‌ କମ୍‌  ଲୋକ ଅଛନ୍ତି  ଯେ,  ଏହାକୁ ଦେଖି ନ ଦେଖିଲା ପରି ଚାଲିଯାନ୍ତି। ବର୍ତ୍ତମାନ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ କିଛି ଲୋକ ବିଜ୍ଞାପନ ପାଇଁ ମଣିଷର ମାନସିକତାକୁ ବ୍ୟବହାର କରିଛନ୍ତି। ତେବେ ଏହା କିପରି    କରାଯାଇଥିଲା ଭିଡିଓ ଦେଖି ଜାଣିପାରିବେ।
କାଗଜର ଗୋଟିଏ ପାର୍ଶ୍ୱରେ ୧୦୦ ଟଙ୍କିଆ ନୋଟ ଛପାଯାଇଥିଲା।  ଅନ୍ୟପଟେ ଏକ କାଫେର ବିଜ୍ଞାପନ ଥିଲା। ପରେ ବ୍ୟକ୍ତିଜଣଙ୍କ କାଗଜକୁ  ରାସ୍ତାରେ ଫିଙ୍ଗି ଦେଇଥିଲେ।  ଯେପରି ଏହା ୧୦୦ ଟଙ୍କିଆ ନୋଟ ପରି ଦେଖାଯାଉଥିଲା।
ଯେତେବେଳେ ଜଣେ ବ୍ୟକ୍ତି ସେହି କାଗଜ ଦେଖନ୍ତି, ସେତେବେଳେ ସେ ଏହାକୁ ୧୦୦ ଟଙ୍କିଆ ନୋଟ ଭାବି ଉଠାଇଥିଲେ।
ଭିଡିଓରେ ଦେଖିବାକୁ ମିଳୁଛି ଯେ, ୧୦୦ ଟଙ୍କିଆ ନୋଟ  ସୁନ୍ଦର ଭାବେ ଗୁଡ଼ାଯାଇ  ରାସ୍ତାରେ ପଡ଼ିଥିଲା। ବ୍ୟକ୍ତି ଜଣଙ୍କ ଏହାକୁ ଟଙ୍କା   ଭାବି ଉଠାଇଥିଲେ। ପରେ ଯାହା ଦେଖିଲେ ସେ ଆଶ୍ଚର୍ଯ୍ୟ ହୋଇଗଲେ। କାରଣ  କାଗଜର ଏକ ପାଖରେ ୧୦୦ ଟଙ୍କିଆ ନୋଟର ଦୃଶ୍ୟ ଅନ୍ୟପାଖେ ଏକ କାଫେର ବିଜ୍ଞାପନ ଥିଲା। ବିଜ୍ଞାପନର ଏହି କୌଶଳ ନୋଟ ଲୋଭରେ ଲୋକ  ପଢ଼ିବାକୁ ବାଧ୍ୟ ହେବେ। ଏହି ଭିଡିଓ ବର୍ତ୍ତମାନ ଭାଇରାଲ ହେଉଛି।

 

View this post on Instagram

 

A post shared by Cafe mantralay (@cafe_mantralay)


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri