ବିକ୍ରମ ଭଟ୍ଟଙ୍କ ଫିଲ୍ମରୁ ବଲିଉଡ ଏଣ୍ଟ୍ରି କରିବେ ଅଭିକା

ମୁମ୍ବାଇ: ଟେଲିଭିଜନ ଇଣ୍ଡଷ୍ଟ୍ରିର ମୋଷ୍ଟ ପପୁଲାର ଆକ୍ଟ୍ରେସ୍ ଅଭିକା ଗୋର ଖୁବ୍ କମ୍ ବୟସରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ‘ବାଳିକା ବଧୂ’ ଧାରାବାହିକ ମାଧ୍ୟମରେ ସେ ଘରେ ଘରେ ପରିଚତ ହୋଇଯାଇଥିଲେ । ଏହାପରେ ସେ ଗୋଟିଏ ପରେ ଗୋଟିଏ ବଡ ବଡ ଧାରାବାହିକରେ କାମ କରିଥିଲେ । କେବଳ ସେତିକି ନୁହେଁ ସାଉଥ୍ ଇଣ୍ଡଷ୍ଟ୍ରିରେ ବି ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରି ସାରିଲେଣି ଅଭିକା । ଏବେ ସେ ବଲିଉଡରେ ଏଣ୍ଟ୍ରି କରିବାକୁ ସଜବାଜ ହେଲେଣି । ଅଭିନେତ୍ରୀ ତାଙ୍କ ଗ୍ଲାମରସ ଅନ୍ଦାଜର ଜଲୱା ବଲିଉଡରେ ଦେଖାଇବେ । ଅଭିକା ଏବେ ବିକ୍ରମ ଭଟ୍ଟଙ୍କ ଫିଲ୍ମରେ କାମ କରିବାକୁ ରେଡି ହାଇ ଗଲେଣି । ଏ ସମ୍ପର୍କରେ ନିଜେ ବିକ୍ରମ ଭଟ୍ଟ ତାଙ୍କ ସୋସିଆଲ ମିଡିଆ ମାଧ୍ୟମରେ ଜଣାଇଛନ୍ତି ।
ସୂଚନାଯୋଗ୍ୟ, ବିକ୍ରମ ଭଟ୍ଟ ସୋସିଆଲ ମିଡିଆରେ ମହେଶ ଭଟ୍ଟ ଓ ଅଭିକାଙ୍କ ଏକ ଫଟୋ ଶେୟାର କରିଛନ୍ତି । ଏହାସହ କ୍ୟାପଶନରେ ବିକ୍ରମ ଲେଖିଛନ୍ତି, ୧୯୨୦ ମୋ ଜୀବନରେ ନୂଆ ଚାପ୍ଟର ଆରମ୍ଭ କରିଛି । ୧୯୨୦ରେ ସେଟ କରାଯାଇଥିବା ଆଉ ଏକ ଫିଲ୍ମ ଇଣ୍ଡଷ୍ଟିକୁ ଆସିବ । ଟ୍ୟାଲେଣ୍ଟେଡ ଅଭିକା ଓ ନିର୍ଦ୍ଦେଶକ କୃଷ୍ଣା ଭଟ୍ଟ, ୧୯୨୦ ହରର ଅଫ୍ ଦ ହାର୍ଟକୁ ମୋର ମେଣ୍ଟର ତଥା ଗୁରୁ ମହେଶ ଭଟ୍ଟ ଲେଖିଛନ୍ତି । ଏଥର ମୁଁ ପ୍ରଯୋଜନା ଭାର ନେଇଛି । ଏହାପରେ ଅଭିନେତ୍ରୀଙ୍କୁ ତାଙ୍କ ପ୍ରଶଂସକମାନେ ଶୁଭେଚ୍ଛା ଜଣାଇଛନ୍ତି । ସମସ୍ତେ ତାଙ୍କ ଡେବ୍ୟୁକୁ ନେଇ ଖୁବ୍ ଏକ୍ସାଇଟେଡ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri