ଟଳିପାରେ ଯୁଦ୍ଧ ଆଶଙ୍କା

ମସ୍କୋ,୨୧ା୨: ୟୁରୋପ ଉପରୁ ଯୁଦ୍ଧ ଆଶଙ୍କା ଟଳିପାରେ। ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ଓ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଫ୍ରାନ୍ସର ରାଷ୍ଟ୍ରପତି ଏମାନୁଏଲ୍‌ ମାକ୍ରନ ଆଲୋଚନା କରିବା ପରେ ଶାନ୍ତିର ବାଟ ଫିଟିଛି । ଏହାସହ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ମଧ୍ୟ ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିଛନ୍ତି।

ଅନ୍ତର୍ଜାତୀୟ ସ୍ତରରେ ଏହି ସଫଳ କଥାବାର୍ତ୍ତା ପରେ ଯୁଦ୍ଧକୁ ନେଇ ସୃଷ୍ଟି ହୋଇଥିବା ଆଶଙ୍କା ଟଳିଯିବ ବୋଲି କୁହାଯାଉଛି। ତେବେ ରୁଷିଆ ଦାବିକୁ ଆମେରିକା ଓ ନାଟୋ ସ୍ବୀକୃତି ଦେବାକୁ ପୁଟିନ କହିଛନ୍ତି। ସେ କହିଛନ୍ତି, ୟୁକ୍ରେନକୁ ନାଟୋରେ ସାମିଲ ନ କରାଯାଉ, ପୂର୍ବ ୟୁରୋପରେ ମୁତୟନ ହୋଇଥିବା ନାଟୋ ସୈନ୍ୟ ପ୍ରତ୍ୟାହାର କରାଯାଉ ।

ଅନ୍ୟପକ୍ଷରେ ଆମେରିକା ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ କହିଛନ୍ତି, ରୁଷିଆ ଯୁଦ୍ଧ ଲାଗି ସମ୍ପୂର୍ଣ୍ଣ ପ୍ରସ୍ତୁତ। ଯେକୌଣସି ମୁହୂର୍ତ୍ତରେ ୟୁକ୍ରେନ ଉପରେ ଆକ୍ରମଣ କରିପାରେ। ସୈନ୍ୟ, ଟ୍ୟାଙ୍କ, ଯୁଦ୍ଧବିମାନ ଆଦି ପ୍ରତ୍ୟାହାର ନ ହେବା ଯାଏ ଶାନ୍ତି ଆଶା ବୃଥା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିୟଙ୍କା-ରାହୁଲଙ୍କ ବିରୋଧରେ FIR; ଲାଗିଲା ଗୁରୁତର ଅଭିଯୋଗ!

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଏକ ଶୋଭାଯାତ୍ରା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆକାଶବାଣୀ ଭବନରେ…

କେବେ ଭାବି ନ ଥିଲି ଏମିତି ଦିନ ଆସିବ: ଭାବବିହ୍ବଳ ହୋଇପଡ଼ିଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋ ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର…

Chanakya Niti: ଜୀବନରେ ସଫଳତା ପାଇବାକୁ ହେଲେ ମାନନ୍ତୁ ଏହି ୩ ବଡ଼ କଥା…

ଆଚାର୍ଯ୍ୟ ଚାଣକ୍ୟଙ୍କ ‘ଚାଣକ୍ୟ ନୀତି’ରେ ମାନବ ସମାଜ, ବ୍ୟକ୍ତିଗତ ବ୍ୟବହାର, ଏବଂ ଜୀବନରେ ସଫଳତା ପାଇଁ ଅନେକ ବାସ୍ତବିକ ଉପଦେଶ ରହିଛି। ସେଥିମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା……

ପ୍ରଥମ T20I ଶତକ ପରେ ମନର କଥା ଖୋଲି କହିଦେଲେ ଶ୍ରେୟସ ଆୟର: କହିଲେ, ଏମିତି ଖେଳିଲେ…

ଲକ୍ଷ୍ନୌ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତୀୟ ଅଧିନାୟକ ଶ୍ରେୟସ ଅୟରଙ୍କ ଧୂଆଁଧାର ଶତକ ବଳରେ ଭାରତ ୮ ଉଇକେଟ୍‌ରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର…

RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI

ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି…

ଚିଲିକା ମଝିରେ ଅଟକିଲା ଡଙ୍ଗା: ଭୟରେ ଥରିଲେ ଯାତ୍ରୀ, ଆଉ ତା’ପରେ…

କୃଷ୍ଣପ୍ରସାଦ,୭।୧୦(କୈଳାଶ ଚନ୍ଦ୍ର ପଟ୍ଟନାୟକ):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡ଼ା- ଜହ୍ନିକୁଦା ଚିଲିକା ମଝିରେ ଘଟିଛି ଅଘଟଣ। ବୁଧବାର ସକାଳ ୭ଟାରେ ଏକ ଯାତ୍ରୀବାହୀ ଡ଼ଙ୍ଗା ୫୦ରୁ ଉର୍ଦ୍ଧ୍ୱ…

ଅବିଶ୍ୱସନୀୟ କ୍ୟାଚ ଧରିଲେ ଇଶାନ କିଶନ: ନିଜେ ବି କରିପାରିଲେନି ବିଶ୍ୱାସ, ଦେଖନ୍ତୁ VIDEO

ଲକ୍ଷ୍ନୌ,୭।୧୦: ଟି-୨୦ କ୍ରିକେଟ୍‌ରେ ଭାରତୀୟ ଦଳର ଫିଲ୍ଡିଂକୁ ନେଇ ଅନେକ ସମୟରେ ପ୍ରଶ୍ନ ଉଠିଥାଏ। ବିଶେଷକରି କ୍ୟାଚ ଧରିବା ମାମଲାରେ ଭାରତର ରେକର୍ଡ ଆହୁରି ଉନ୍ନତ ହେବାର…

ଗୁମ୍ମା ଘାଟିରେ ଓଲଟିଲା ଟ୍ରଲର: ରାୟଗଡ଼ା-କୋରାପୁଟ ରାସ୍ତା ଜାମ

ରାୟଗଡ଼ା, ୭/୧୦(ସଂକେତ ପାତ୍ର/ଜଗନ୍ନାଥ ଗୌଡ଼): ରାୟଗଡ଼ା ଜିଲା ଗୁମ୍ମା ଘାଟିରେ ଏକ ଟ୍ରଲର ଓଲଟି ପଡ଼ିବାରୁ ରାୟଗଡ଼ା-କୋରାପୁଟ ମୁଖ୍ୟ ରାସ୍ତାରେ ଯାତାୟାତ ଜାମ ହୋଇଛି। ସ୍ଥାନୀୟ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?