Posted inଜାତୀୟ

ଓମ ବିର୍ଲାଙ୍କ ଆସନରେ ବସି ପଡିଲେ ଅବଦେଶ୍‌, ଭାଜପା ଏମପିଙ୍କୁ କହିବାକୁ ଲାଗିଲେ ଏମିତି,ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧।୮: ଲୋକ ସଭାର ବେଜଟ୍‌ ଅଧିବେଶନରେ ଫୈଜାବାଦ ଏମପି ଅବଦେଶ୍‌ ପ୍ରସାଦ ସ୍ପିକରଙ୍କ ଆସନରେ ବସି ପ୍ରଥମ ଥର ପାଇଁ ଗୃହର ଅଧ୍ୟକ୍ଷତା କରିଛନ୍ତି। ଗୃହକାର୍ଯ୍ୟ ଚାଲିଥିବାବେଳେ ଅବଦେଶ୍‌ଙ୍କ ଭିଡିଓ ଭାଇରାଲ ହୋଇଛି। ବର୍ତ୍ତମାନ ଆପଣ ନିଶ୍ଚିତ ଭାବରେ ଭାବୁଥିବେ ଯେ, ଫୈଜାବାଦ ଏମପି କିପରି ଗୃହକାର୍ଯ୍ୟ ପରିଚାଳନା କରିପାରିବେ, ଏହା ତ ଲୋକ ସଭା ସ୍ପିକରଙ୍କ କାର୍ଯ୍ୟ। ଜାଣନ୍ତୁ…

ଲୋକ ସଭା ଗୃହରେ ଅନୁଷ୍ଠିତ ସମସ୍ତ ଅଧିବେଶନରେ ଅଧ୍ୟକ୍ଷତା କରିବା ଲୋକ ସଭା ବାଚସ୍ପତିଙ୍କ ଦାୟିତ୍ୱ ଅଟେ। କିନ୍ତୁ କିଛି ଏପରି ସ୍ଥିତିରେ ବାଚସ୍ପତିଙ୍କ ଅନୁପସ୍ଥିତିରେ ଲୋକ ସଭା ସଦସ୍ୟଙ୍କ ମଧ୍ୟରେ ଏକ ପ୍ୟାନେଲ ଗଠନ କରାଯାଇଥାଏ। ଯେଉଁଥିରୁ ଜଣେ ସଦସ୍ୟ ଗୃହର ପ୍ରକ୍ରିୟା ପରିଚାଳନା କରନ୍ତି। ଏପରି ଭାବରେ ଅବଦେଶ୍‌ ପ୍ରସାଦ ଗୃହର ଅଧ୍ୟକ୍ଷତା ନେଇଥିଲେ। ଭାଇରାଲ ଭିଡିଓରେ ଗୃହକାର୍ଯ୍ୟ ଚାଲିଥିବାବେଳେ ଅବଦେଶ୍‌ ଏମପିମାନଙ୍କୁ ଗୃହରେ ଶାନ୍ତ ବଜାୟ ରଖିବାକୁ ଦେଖିବାକୁ ମିଳିଥିଲା। ଏହି ସମୟରେ ସେ ଭାଜପା ଏମପିଙ୍କୁୁ ମଧ୍ୟ ଶାନ୍ତ ରହିବାକୁ କହିଥିଲେ, ଯାହାର ଭିଡିଓ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?