‘ଶ୍ରେଷ୍ଠ କର୍ମୀ ପୁରସ୍କାର ଅଧିକ କାମ କରିବାକୁ ଉତ୍ସାହିତ କରିବ’

ଲୋଇସିଂହା,୧୬।୮: ସ୍ବାଧୀନତା ଦିବସ ପାଳନ ଅବସରରେ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ଅଧୀନ ଭାଲୁପାଲି ଗ୍ରାମର ଅଙ୍ଗନଓ୍ବାଡି କର୍ମୀ ମଞ୍ଜୁଲତା ନାୟକଙ୍କୁ ଜିଲାର ଶ୍ରେଷ୍ଠ କର୍ମୀ ଭାବେ ପୁରସ୍କୃତ କରାଯାଇଛି। ମୁଖ୍ୟ ଅତିଥି ମନ୍ତ୍ରୀ ପ୍ରଦୀପ ଅମାତ ତାଙ୍କୁ ମାନପତ୍ର ଦେଇ ସମ୍ମାନିତ କରିଥିଲେ। ନିଷ୍ଠାପର ଭାବେ ବିଭାଗୀୟ ଜନହିତ କର ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇବା ସହ କରୋନା ମହାମାରୀରେ ଲୋକଙ୍କ ଉପଯୁକ୍ତ ସେବା କରିବା ନେଇ ତାଙ୍କୁ ଜିଲାର ଶ୍ରେଷ୍ଠ କର୍ମୀ ଭାବେ ପୁରସ୍କୃତ କରାଯାଇଥିବା ସିଡିପିଓ ପ୍ରଜ୍ଞା ବାରିକ ସୂଚନା ଦେଇଛନ୍ତି। ଏହି ପୁରସ୍କାର ଆଗକୁ ଆହୁରୀ ଜନହିତକର କାର୍ଯ୍ୟ କରିବାକୁ ଉତ୍ସାହିତ କରିବ ବୋଲି ମଞ୍ଜୁଲତା ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri