‘ଶ୍ରେଷ୍ଠ କର୍ମୀ ପୁରସ୍କାର ଅଧିକ କାମ କରିବାକୁ ଉତ୍ସାହିତ କରିବ’

ଲୋଇସିଂହା,୧୬।୮: ସ୍ବାଧୀନତା ଦିବସ ପାଳନ ଅବସରରେ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ଅଧୀନ ଭାଲୁପାଲି ଗ୍ରାମର ଅଙ୍ଗନଓ୍ବାଡି କର୍ମୀ ମଞ୍ଜୁଲତା ନାୟକଙ୍କୁ ଜିଲାର ଶ୍ରେଷ୍ଠ କର୍ମୀ ଭାବେ ପୁରସ୍କୃତ କରାଯାଇଛି। ମୁଖ୍ୟ ଅତିଥି ମନ୍ତ୍ରୀ ପ୍ରଦୀପ ଅମାତ ତାଙ୍କୁ ମାନପତ୍ର ଦେଇ ସମ୍ମାନିତ କରିଥିଲେ। ନିଷ୍ଠାପର ଭାବେ ବିଭାଗୀୟ ଜନହିତ କର ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇବା ସହ କରୋନା ମହାମାରୀରେ ଲୋକଙ୍କ ଉପଯୁକ୍ତ ସେବା କରିବା ନେଇ ତାଙ୍କୁ ଜିଲାର ଶ୍ରେଷ୍ଠ କର୍ମୀ ଭାବେ ପୁରସ୍କୃତ କରାଯାଇଥିବା ସିଡିପିଓ ପ୍ରଜ୍ଞା ବାରିକ ସୂଚନା ଦେଇଛନ୍ତି। ଏହି ପୁରସ୍କାର ଆଗକୁ ଆହୁରୀ ଜନହିତକର କାର୍ଯ୍ୟ କରିବାକୁ ଉତ୍ସାହିତ କରିବ ବୋଲି ମଞ୍ଜୁଲତା ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍‌ଘାଟନକୁ ୧୫ ବର୍ଷ ବିତିଲା: କାର୍ଯ୍ୟକ୍ଷମ ହୋଇପାରିନି ଉପଖଣ୍ଡ ଷ୍ଟାଡିୟମ

ତାଳଚେର,୧୧ା୮(ନି.ପ୍ର.) – କ୍ରୀଡା ଓ କ୍ରୀଡାବିତ୍‌ଙ୍କ ଉନ୍ନତି ନିମନ୍ତେ ରାଜ୍ୟ ସରକାର ବହୁ ମିନି ଷ୍ଟାଡିୟମ ନିର୍ମାଣ କରୁଛନ୍ତି। ହେଲେ ତାଳଚେର ରାଜବାଟୀ ନିକଟରେ ୨୦୦୪ରୁ...

ବିଦ୍ୟୁତ୍‌ ବିଚ୍ଛିନ୍ନ କରିବାକୁ ଚିଠି

କେନ୍ଦୁଝର,୨୮ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ତହସିଲ ଅନ୍ତର୍ଗତ ଖଣ୍ଟଘରଠାରେ ଦୀର୍ଘ ବର୍ଷ ହେଲା ବିନା ଅନୁମତିରେ ଚାଲୁଥିବା ୨ ବେଆଇନ କ୍ରଶରକୁ ବନ୍ଦ କରିବା ପାଇଁ...

ସାଟେଲାଇଟ ମାପଚୁପ ଆରମ୍ଭ

ଯାଜପୁର ଅଫିସ,୩୦ା୮:ଅନୁମୋଦନଠାରୁ ବହୁ ଗୁଣ ମୂଲ୍ୟବାନ ଗ୍ରାନାଇଟ ପଥର ଉତ୍ତୋଳନ ଉପରେ ସାଟେଲାଇଟ୍‌ ମାପଚୁପ ପ୍ରକ୍ରିୟା ସୋମବାରଠାରୁ ଆରମ୍ଭ ହୋଇଛି। କଟକସ୍ଥିତ ମାଇ ୱାର୍ଲଡ୍‌ କନସଲଟାନ୍ସିକୁ...

ସାଇକେଲରେ ପୁନେରୁ ଆନନ୍ଦପୁର ଫେରିଲେ ଅରୁଣ

ଆନନ୍ଦପୁର,୧୭। ୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ବାସିନ୍ଦା ରାମ ଜେନାଙ୍କ ପୁଅ ଅରୁଣ ଜେନା ସାଇକେଲ ଯୋଗେ ମହାରାଷ୍ଟ୍ରର ପୁନେ ଅଞ୍ଚଳରୁ ଆସି ରବିବାର ଘରେ ପହଞ୍ଚିଛନ୍ତି।...

ତ୍ରିକୋଣୀୟ ପ୍ରେମରୁ ହତ୍ୟା

ବାରଙ୍ଗ,୧ା୧(ଡି.ଏନ.ଏ.): ନନ୍ଦନକାନନ ଥାନା ଅନ୍ତର୍ଗତ ବାରଙ୍ଗ ବଜାର ନିକଟରେ ଥିବା ଅର୍ଦ୍ଧର୍ନିମିତ କୋଠାଘରୁ ଜଣେ ଯୁବକଙ୍କ ମିଳିଥିବା ମୃତଦେହ ଘଟଣା ଉପରୁ ପର୍ଦ୍ଦାଫାଶ କରିଛି କମିଶନରେଟ...

ସ୍ବାବ୍‌ ନମୁନା ସଂଗ୍ରହକୁ ବିରୋଧ: ୩ ଜଣଙ୍କ ନାମରେ ମାମଲା

ବରଗଡ଼ ଅଫିସ,୬ା୭: ପରୀକ୍ଷା ପାଇଁ ସ୍ବାବ୍‌ ନମୁନା ସଂଗ୍ରହକୁ ବିରୋଧ କରିବା ମହଙ୍ଗା ପଡ଼ିଛି। ବରଗଡ଼ ଜିଲା ଅମ୍ବାଭୋନା ଥାନା ଭୁକ୍ତା ଅଞ୍ଚଳରେ ଏଭଳି ଏକ...

କଳାକୃତି ଗ୍ରାମକୁ ଅଧିକ ଆକର୍ଷଣୀୟ କର

ଢେଙ୍କାନାଳ ଅଫିସ,୧୩ା୧୨: କେନ୍ଦ୍ରୀୟ ପ୍ରଭାରୀ ଅଧିକାରୀ ତଥା ସଂସ୍କୃତି ମନ୍ତ୍ରାଳୟର ସଚିବ ରଞ୍ଜନା ଚୋପ୍ରା ନୀତି ଆୟୋଗ ଦ୍ୱାରା ୨୦୧୮ ମସିହାରୁ କାର୍ଯ୍ୟକାରୀ ହେଉଥିବା ଆକାଂକ୍ଷା...

ସିଏମ୍‌ସି ପକ୍ଷରୁ ଜାରି ହେଲା ଏସ୍‌ଓପି; କରୋନା: ବଢୁଛି ସଚେତନତା, ସତର୍କତା

କଟକ ଅଫିସ,୧୮୩: କରୋନା ଭୂତାଣୁର ଭୟାବହତା ପାଇଁ ଲୋକମାନେ ଆତଙ୍କିତ ହୋଇପଡିଛନ୍ତି। ହେଲେ ଏଥିରୁ ରକ୍ଷା ପାଇବା ପାଇଁ ଲୋକମାନେ ଏବେ ବହୁମାତ୍ରାରେ ସତର୍କ ରହିବା...

Advertisement
Archives

Model This Week