ପ୍ରତିଷ୍ଠା ଦିବସରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ

କେସିଙ୍ଗା,୨୭।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୨ତମ ପ୍ରତିଷ୍ଠା ଦିବସ ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟ ଅଧ୍ୟକ୍ଷ କୈଳାଶ ଚନ୍ଦ୍ର ସାହା ଯୋଗଦେଇ ମହାବିଦ୍ୟାଳୟର ଇତିହାସ ସମ୍ପର୍କରେ ଆଲୋକପାତ କରିଥିଲେ।
ଅଧ୍ୟାପକ ସୁଶାନ୍ତ ପାଢ଼ୀ ମଞ୍ଚ ପରିଚାଳନା କରିଥିବା ବେଳେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ସ୍ବାଧୀନତାର ଅମୃତ ମହୋତ୍ସବ ଉପଲକ୍ଷେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri