ବାଲ୍ୟବିବାହ, ଶିଶୁଶ୍ରମିକ, ନାରୀ ନିର୍ଯାତନା ରୋକିବା ନେଇ ସଚେତନ

ଦାରିଙ୍ଗବାଡ଼ି,୨୧ା୧୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପରିସରରେ ଧାର୍ମିକ ନେତାଙ୍କୁ ନେଇ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରେମ ଅନୁଷ୍ଠାନର ପ୍ରୋଗ୍ରାମ ମ୍ୟାନେଜର ସୁଧୀର ଦିଗାଲ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା ଯୋଗ ଦେଇ ବାଲ୍ୟବିବାହ ରୋକିବା ସହ ଶିଶୁଶ୍ରମିକ, ନାରୀ ହିଂସା ଆଦି ରୋକିବାକୁ ସଚେତନ କରିଥିଲେ। ଅଞ୍ଚଳରେ ବିଭିନ୍ନ ଧର୍ମର ନେତାମାନେ ଏହାକୁ ରୋକିବା ଦିଗରେ ପ୍ରଶାସନକୁ ସହଯୋଗ କରିବାକୁ ନିବେଦନ କରିଥିଲେ।

ସେହିପରି ଜିଲା ସଂଯୋଜିକା ସନ୍ଧ୍ୟାରାଣୀ ନାୟକ ମଧ୍ୟ କିଶୋରୀ, କିଶୋର ଏବଂ ଶିଶୁମାନଙ୍କ ପାଇଁ ଥିବା ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଉପସ୍ଥାପନ କରି ସଚେତନ କରାଇଥିଲେ। କାର୍ଯ୍ୟକ୍ରମରେ ପାଳକ ସଂଘର ସଭାପତି ସୁନୀଲ କୁମାର ପ୍ରଧାନଙ୍କ ସମେତ ଏବିଇଓ, ସ୍ବାସ୍ଥ୍ୟ ବିଭାଗ କର୍ମଚାରୀ, ଜାଗୃତି ଅନୁଷ୍ଠାନର କର୍ମକର୍ତ୍ତାଙ୍କ ସମେତ ପ୍ରେମ ଅନୁଷ୍ଠାନର କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: କାଲି କନ୍ଧମାଳର ସବୁ ସ୍କୁଲ୍‌ ଛୁଟି ଘୋଷଣା

ଫୁଲବାଣୀ,୨୮ା୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତାକାଲି (ଗୁରୁବାର)…

କୋଟିଆରୁ ଫେରିବା ବାଟରେ ଧସିଲା ପାହାଡ଼: ଫସି ରହିଛନ୍ତି ୩ ଶିଶୁ ବିକାଶ ସୁପ୍ରଭାଇଜର, ଉଦ୍ଧାର କାର୍ଯ୍ୟ ଜାରି

ପଟ୍ଟାଙ୍ଗି, ୨୮।୧୦(ଶରତ କୁମାର ଧଳ): ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ରେ ପାହାଡ଼ ଧସିବା କାରଣରୁ ଏକ ବଡ଼ ବିପଦ ସୃଷ୍ଟି ହୋଇଛି। କୋଟିଆ…

ମହାକାଳପଡ଼ା ବାୟା ବାବା କଲେଜ: ସୌମ୍ୟଜିତ ସଭାପତି, ସମ୍ପୂର୍ଣ୍ଣା ସମ୍ପାଦିକା ଭାବେ ଶପଥ ନେଲେ

ମହାକାଳପଡ଼ା, ୨୮।୧୦(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ସଦର ମହକୁମାସ୍ଥିତ ଶ୍ରୀ ଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚିତ ପ୍ରତିନିଧିମାନଙ୍କ ଶପଥ ଗ୍ରହଣ…

ଭଞ୍ଜନଗରରେ ଟଳିଲା ବାତ୍ୟା ଆଶଙ୍କା: କମୁଛି ନଦୀର ଜଳସ୍ତର, ଡ୍ୟାମ୍‌ରୁ ଜଳ ନିଷ୍କାସନ ବନ୍ଦ

ଭଞ୍ଜନଗର, ୨୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡରେ ସମ୍ଭାବ୍ୟ ବାତ୍ୟା ଆଶଙ୍କା ଟଳିଯାଇଛି। ବୁଧବାର ସନ୍ଧ୍ୟା ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ, ଆକାଶ ମେଘମୁକ୍ତ ହେବା…

ପଣ୍ଡିତରାୟ ସାହି ଜୁଆ ଆଡ୍ଡା ଉପରେ ପୋଲିସର ଅତର୍କିତ ଚଢ଼ାଉ: ୧୧ ଜୁଆଡ଼ି ଗିରଫ, ଅନ୍ଧାରର ସୁଯୋଗ ନେଇ…

ଦିଗପହଣ୍ଡି/ଚିକିଟି, ୨୮।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ପଣ୍ଡିତରାୟ ସାହିରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଚିକିଟି ଫାଣ୍ଡି ପୋଲିସ୍ ଅତର୍କିତ ଚଢ଼ାଉ…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବେହାଲ ଦିଗପହଣ୍ଡି : ମୁଖ୍ୟ ରାସ୍ତାରେ ୩ ଫୁଟ୍‌ର ପାଣି, ବ୍ୟାଙ୍କ୍‌- ଘରେ ପଶିଲା ନର୍ଦ୍ଦମା ଜଳ

ଦିଗପହଣ୍ଡି, ୨୮।୧୦(ଅଶେଷ ନାଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ତୁହାକୁ ତୁହା ମୁଷଳଧାରାରେ ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି। ବିଶେଷକରି…

ଛତ୍ରପୁରରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ଚତୁର୍ଥ ଦିନରେ: ହୁଳହୁଳିରେ କମ୍ପୁଛି ପୂଜାମଣ୍ଡପ, ଆଳତି ଦର୍ଶନ କଲେ…

ଛତ୍ରପୁର,୨୮।୧୦(ଦିଲ୍ଲୀପ ସାମଲ): ପବିତ୍ର କୁମାର ପୂର୍ଣ୍ଣିମାଠାରୁ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର ମା’ ଗଜଲକ୍ଷ୍ମୀଙ୍କ ଆରାଧନାରେ ଉତ୍ସବମୁଖର ହୋଇଉଠିଛି। ଲୋୟର ବସଷ୍ଟାଣ୍ଡସ୍ଥିତ ଲକ୍ଷ୍ମୀ ବଜାର…

ନଦୀ ପାର ହୋଇ କୋଟିଆ ସୀମାନ୍ତ ଗ୍ରାମ ଝାଙ୍ଗରବାଲସାରେ ପହଞ୍ଚିଲେ ଉପଜିଲାପାଳ, ବାଣ୍ଟିଲେ ରିଲିଫ୍

ପଟ୍ଟାଙ୍ଗି, ୨୮।୧୦(ଶରତ କୁମାର ଧଳ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ରେ ଗତ ଦୁଇଦିନ ହେଲା ପ୍ରବଳ ଲଗାଣ ବର୍ଷା ଜାରି ରହିଛି। ବ୍ଲକ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?