ସଚେତନତା ସହ ସନ୍ତୁଳିତ ଆହାର ଜରୁରୀ

ବୟସ ବଢ଼ିବା ସହିତ ମଣିଷର ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟକାରିତା କମିବାରେ ଲାଗିଥାଏ। ଏଥିଯୋଗୁ ସାଧାରଣ ଭାବେ କାର୍ଯ୍ୟ କରିବାରେ ବାଧା ସୃଷ୍ଟି ହୁଏ। ଅବଶ୍ୟ ଏହି ଅବସ୍ଥାରେ କେତେକଙ୍କଠାରେ ଆଣ୍ଠୁଗଣ୍ଠି ଯନ୍ତ୍ରଣା ବଡ଼ ସମସ୍ୟା ଭାବେ ଦେଖାଦେଇଥାଏ। ଗଣ୍ଠି ହାଡ଼ ମଝିରେ ଥିବା ଲିଗାମେଣ୍ଟର ନମନୀୟତା ହ୍ରାସ ପାଇବାରେ ଲାଗିଥାଏ। ଫଳରେ କାମ କରିବା ସମୟରେ ଯନ୍ତ୍ରଣା ହୋଇଥାଏ। ମାତ୍ର ସଚେତନତା ଏବଂ ସନ୍ତୁଳିତ ଆହାର ଦ୍ୱାରା ଏଭଳି ସମସ୍ୟାଠୁ ଦୂରେଇ ରହିବା ସମ୍ଭବ। ଅବଶ୍ୟ ଏହି ଶାରୀରିକ ସମସ୍ୟା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ୧୯୯୬ଠାରୁ ପ୍ରତିବର୍ଷ ଅକ୍ଟୋବର ୧୨ରେ ବିଶ୍ୱ ଆର୍ଥ୍ରାଇଟିସ୍‌ ଦିବସ ପାଳନ କରାଯାଉଛି। ଏହି ଅବସରରେ ପୃଥିବୀରେ ଏଭଳି ସମସ୍ୟା ଭୋଗୁଥିବା ଲୋକଙ୍କ ଜୀବନକୁ ସହଜ କରିବା ଲାଗି ଚେଷ୍ଟା କରାଯାଇଥାଏ। ଆର୍ଥ୍ରାଇଟିସ୍‌ରେ ୧୦୦ରୁ ଅଧିକ ପ୍ରକାରର ଶାରୀରିକ ଅବସ୍ଥାକୁ ବର୍ଗୀକୃତ କରାଯାଇଛି। ତେବେ ଏସବୁ ସମସ୍ୟାର ସମାଧାନ ପାଇଁ ପ୍ରତିଦିନ କିଛି ସହଜ ବ୍ୟାୟାମ ସହିତ ସନ୍ତୁଳିତ ଖାଦ୍ୟ ପ୍ରତି ଗୁରୁତ୍ୱ ପ୍ରଦାନର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦ୍‌ରୋଗ

”ଶରୀରରେ ଚର୍ବି ଜମିଲେ ଓଜନ ବଢ଼େ । ଓଜନ ବଢ଼ିଲେ ଜାତ ହୁଏ ପୃଥୁଳତା ବା ମେଦବହୁଳତା। ଚର୍ବି ଉପାଦାନ ରକ୍ତନଳୀ ଭିତରେ ଜମିଯାଇ ରକ୍ତନଳୀର...

ମା’ କ୍ଷୀର ବୃଦ୍ଧି ଲାଗି

ଶିଶୁର ଶାରୀରିକ ବିକାଶ ଲାଗି ଆବଶ୍ୟକ ସମସ୍ତ ଉପାଦାନ ତା’କୁ ମା’ କ୍ଷୀରରୁ ମିଳିଥାଏ। ହେଲେ କେତେକ ମା’ଙ୍କ କ୍ଷେତ୍ରରେ କ୍ଷୀର କ୍ଷରଣ କମ ହେବା...

ଲେମନ ଗାର୍ଲିକ ଫିଶ୍‌

ସୁଲଭ ଦରରେ ସୁସ୍ବାଦୁ ଖାଦ୍ୟ ପାଇଁ ରେଶମ ସହର ବ୍ରହ୍ମପୁର ବେଶ୍‌ ପରିଚିତ। ତେଣୁ ରାଜ୍ୟ ତଥା ବାହାରୁ ଗଞ୍ଜାମ ଜିଲାକୁ ଆସୁଥିବା ପର୍ଯ୍ୟଟକମାନେ ସହରର...

ଉପକାରୀ ଲବଙ୍ଗ ତେଲ

ଲବଙ୍ଗ ତେଲରେ ଅନେକ ଔଷଧୀୟ ଗୁଣ ଭରି ରହିଛି। ସ୍ବାସ୍ଥ୍ୟଜନିତ ଅନ୍ୟ ସମସ୍ୟା ସହିତ ସୁନ୍ଦର ତ୍ୱଚା ପାଇଁ ବି ଏହାକୁ ବ୍ୟବହାର କରାଯାଏ। ଏଥିରେ...

ନା, ଆଉ ନୁହେଁ

ନିବିଡ଼ ସମ୍ପର୍କ ପାଇଁ ବୁଝାମଣା କରୁ କରୁ କେବେ ନାରୀଟିଏ ନିଜ ଆତ୍ମସମ୍ମାନକୁ ବଳିଦିଏ ଜାଣି ପାରେନା। ପରିବାରର ଭଲ ପାଇଁ ବେଳେବେଳେ ଭୁଲ୍‌କୁ ମଧ୍ୟ...

ଧନ ନୁହେଁ ଏସବୁ ଗୁଣ ଦିଏ ମଣିଷଙ୍କୁ ସମ୍ମାନ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରର ଏକ ଶ୍ଳୋକ ମାଧ୍ୟମରେ କହିଛନ୍ତି ଯେ, ଖରାପ ସମୟରେ ବୁଦ୍ଧି ଏବଂ ଜ୍ଞାନ ବ୍ୟକ୍ତିଙ୍କ ହାତ ଛାଡ଼ି ଦିଏ। ଅନ୍ୟ...

ଏସବୁ ଖାଇଲେ ମଧୁମେହ ରୋଗୀଙ୍କୁ ନେବାକୁ ପଡି ନ ଥାଏ ଇନ୍‌ସୁଲିନ୍‌

ଭାରତର ପ୍ରାୟ ଅଧିକାଂଶ ଲୋକ ମଧୁମେହ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି। ଏହି ସମସ୍ୟା ଲାଗି ମଧୁମେହ ରୋଗୀଙ୍କଠାରେ ହୃଦ୍‌ରୋଗ, କିଡ୍‌ନୀ ସମସ୍ୟା ଭଳି ଅନେକ ଦୁରାରୋଗ୍ୟ...

ଯୁବାବସ୍ଥାରେ ହାଇପର୍‌ଟେନ୍‌ସନ

ବର୍ତ୍ତମାନ ଯୁବାବସ୍ଥାରେ ଅନେକଙ୍କଠାରେ ହାଇପର୍‌ଟେନ୍‌ସନ୍‌ ବା ଉଚ୍ଚ ରକ୍ତଚାପ ସମସ୍ୟା ଦେଖିବାକୁ ମିଳୁଛି। ଏଥିପାଇଁ ଆଜିର ଯୁବପିଢ଼ିଙ୍କ ଅସନ୍ତୁଳିତ ଖାଦ୍ୟାଭ୍ୟାସ ସାଙ୍ଗକୁ ପରିବର୍ତ୍ତିତ ଜୀବନଶୈଳୀ ମୁଖ୍ୟତଃ...

Advertisement


Archives

Model This Week