ସୁସ୍ଥ ଜୀବନ ଶୈଳୀ ପ୍ରତି ସଚେତନତା: ସାଇକେଲ ଯାତ୍ରା କରି…

ଗଞ୍ଜାମ,୨୬।୮ (ବିଦ୍ୟାଧର ସାହୁ ): ସ୍ବାସ୍ଥ୍ୟବସ୍ଥା, ଫିଟନେସ ଓ ସୁସ୍ଥ ଜୀବନ ଶୈଳୀ ପ୍ରତି ସଚେତନତା ବୃଦ୍ଧି ପାଇଁ ଛତ୍ରପୁର ଅଷ୍ଟମ ବାଟାଲିୟନ ପକ୍ଷରୁ ସଣ୍ଡେ ଅନ ସାଇକଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅଷ୍ଟମ ବାଟାଲିୟନ କମାଣ୍ଡେଣ୍ଟ ସାରଦା ପ୍ରସାଦ ଦାସଙ୍କ ନେତୃତ୍ୱରେ ସିପାହୀ ଓ ହାବିଲଦାରମାନେ ବାଟାଲିୟନ ପରିସରରୁ ଜାତୀୟ ରାସ୍ତା ପର୍ଯ୍ୟନ୍ତ ସାଇକଲ ଯାତ୍ରା କରି, ଲୋକମାନଙ୍କୁ ସୁସ୍ଥ ଜୀବନ ଓ ଦୈନିକ ଅଭ୍ୟାସର ଗୁରୁତ୍ୱ ବିଷୟରେ ସଚେତନ କରିଛନ୍ତି। ସାଇକେଲ ଯାତ୍ରା ଦ୍ୱାରା ଲୋକମାନେ ପ୍ରତିଦିନ ଅଧା ଘଣ୍ଟା ଶାରୀରିକ କାର୍ଯ୍ୟକଳାପ ପାଇଁ ପ୍ରତିଜ୍ଞା କରିବା, ସ୍ବାସ୍ଥ୍ୟ ଓ ଫିଟନେସ ସଚେତନତା ବୃଦ୍ଧି କରିବା, ଏବଂ ସମାଜରେ ସକ୍ରିୟ ଫିଟନେସ ସଂସ୍କୃତି ସ୍ଥାପନ କରିବା ପାଇଁ ସଚେତନତା କରାଯାଇଛି। ସିପାହୀ ଓ ହାବିଲଦାର ଏଥିରେ ସକ୍ରିୟ ଭାଗ ନେଇ ସ୍ଥାନୀୟ ନାଗରିକଙ୍କୁ ସଚେତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?