Posted inଫୁରସତ

ସଚେତନତା ହିଁ ନିଦାନ

ବିଶ୍ୱସ୍ତରରେ ମ୍ୟାଲେରିଆକୁ ନିୟନ୍ତ୍ରଣ କରାଯିବା ଲାଗି ଉଦ୍ୟମ ଅବ୍ୟାହତ ରହିଛି। ମ୍ୟାଲେରିଆଠାରୁ କିଭଳି ଦୂରେଇ ରହିହେବ ସେନେଇ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ୨୫ ଏପ୍ରିଲ୍‌ରେ ବିଶ୍ୱ ମ୍ୟାଲେରିଆ ଦିବସ ପାଳନ କରାଯାଇଥାଏ। ବିଶ୍ୱସ୍ତରରେ ୧୦୬ଟି ଦେଶରେ ୩.୩ ବିଲିୟନ ଲୋକ ମ୍ୟାଲେରିଆ ଯୋଗୁ ସଙ୍କଟରେ ରହିଛନ୍ତି। ୨୦୧୨ରେ ମ୍ୟାଲେରିଆରେ ପ୍ରାୟ ୬,୨୭,୦୦୦ ଜଣଙ୍କ ମୃତ୍ୟୁ ଘଟିଥିଲା। ମୁଖ୍ୟତଃ ଆଫ୍ରିକୀୟ ଦେଶରେ ଏହାଯୋଗୁ ଅଧିକ ଲୋକ ପ୍ରଭାବିତ ହୋଇଥିବାବେଳେ ଏସିଆ, ଲାଟିନ୍‌ ଆମେରିକା ଏବଂ ମଧ୍ୟପ୍ରାଚ୍ୟ ଏବଂ ୟୁରୋପର କିଛି ଅଂଶ ମଧ୍ୟ ମ୍ୟାଲେରିଆ ଦ୍ୱାରା ପ୍ରଭାବିତ ହୋଇଥାଏ।
ସଦ୍ୟତମ ବିଶ୍ୱ ମ୍ୟାଲେରିଆ ରିପୋର୍ଟ ଅନୁଯାୟୀ, ୨୦୧୫ରେ ମ୍ୟାଲେରିଆରେ ୪,୨୯,୦୦୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହିବର୍ଷ ୨୧୨ ନିୟୁତ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ନିଷ୍ପତ୍ତି ଅନୁଯାୟୀ ବିଶ୍ୱ ସ୍ବାସ୍ଥ୍ୟ ସଭାର ୬୦ତମ ଅଧିବେଶନରେ ସହମତି କ୍ରମେ ମେ’ ୨୦୦୭ରେ ବିଶ୍ୱ ମ୍ୟାଲେରିଆ ଦିବସ ପାଳନ ପାଇଁ ନିଷ୍ପତ୍ତିି ଗ୍ରହଣ କରାଯାଇଥିଲା।
ତେବେ ୨୦୦୧ ଏପ୍ରିଲ ୨୫ରେ ଆଫ୍ରିକା ମ୍ୟାଲେରିଆ ଦିବସ ପାଳନ ଆରମ୍ଭ ହୋଇଥିଲା। କିଭଳି ମ୍ୟାଲେରିଆଠାରୁ ଦୂରେଇ ରହିହେବ, ସେ ନେଇ ଏହି ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ୱରେ ଲୋକଙ୍କୁ ସଚେତନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri