Posted inଫୁରସତ

ସଚେତନତା ହିଁ ନିଦାନ

କୌଣସି ଶାରୀରିକ ସମସ୍ୟା ସୃଷ୍ଟି ହେବା ପୂର୍ବରୁ ଏନେଇ ସଚେତନ ହେବା ହିଁ ପ୍ରକୃତ ନିଦାନ ବୋଲି କୁହାଯାଇଥାଏ। ସମ୍ପ୍ରତି ଦେଶରେ କର୍କଟ, ଏକ ମାରାତ୍ମକ ସ୍ବାସ୍ଥ୍ୟଗତ ସମସ୍ୟା ପାଲଟିଛି। ତେଣୁ ପ୍ରତିବର୍ଷ ନଭେମ୍ବର ୭ରେ ଭାରତରେ ଜାତୀୟ କର୍କଟ ସଚେତନତା ଦିବସ ଭାବେ ପାଳନ କରାଯାଇଥାଏ। ଏହି ଶାରୀରିକ ସମସ୍ୟା ସହିତ ଲଢ଼ିବା ପ୍ରାୟ ଅସମ୍ଭବ ହୋଇଥିବାବେଳେି ପ୍ରାଥମିକସ୍ତରରୁ ଚିକିତ୍ସା ଦ୍ୱାରା ଏହାକୁ ରୋକାଯାଇପାରିଥାଏ।

ସେଥି ପାଇଁ ଲୋକମାନଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରିବା ପାଇଁ ଆବଶ୍ୟକତା ରହିଛି। ସେପ୍ଟେମ୍ବର ୨୦୧୪ରେ ଭାରତର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ଦିବସ ପାଳନ ପାଇଁ ଘୋଷଣା କରାଯାଇଥିଲା। କର୍କଟ ଚିକିତ୍ସା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ରେଡିୟମ ଏବଂ ପୋଲୋନିୟମ ଆବିଷ୍କାର ମ୍ୟାଡାମ କ୍ୟୁରିଙ୍କ ଦ୍ୱାରା ହୋଇଥିଲା। ସେ ୧୮୬୭ ନଭେମ୍ବର ୭ ଜନ୍ମଗ୍ରହଣ କରିଥିଲେ। ତାଙ୍କ ଜନ୍ମ ଦିବସକୁ କର୍କଟ ସଚେତନା ଦିବସ ଭାବେ ଜାତୀୟସ୍ତରରେ ପାଳନ କରିବାକୁ ଭାରତ ସରକାର ନିଷ୍ପତ୍ତି ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri