Posted inଫୁରସତ

ସଚେତନତା ହିଁ ନିଦାନ

ବିଭିନ୍ନ ଶାରୀରିକ ସମସ୍ୟାର ସମାଧାନ କ୍ଷେତ୍ରରେ ସଚେତନତାକୁ ହିଁ ନିଦାନର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ଭାବେ ଗ୍ରହଣ କରାଯାଇଥାଏ। ଅପସ୍ମାର ଭଳି ସମସ୍ୟା କ୍ଷେତ୍ରରେ ସଚେତନତାକୁ ଗୁରୁତ୍ୱପୂର୍ଣ୍ଣ ବୋଲି ଚିକିତ୍ସକମାନେ ମତପୋଷଣ କରିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ଫେବୃୟାରୀ ମାସର ଦ୍ୱିତୀୟ ସୋମବାରକୁ ଅନ୍ତର୍ଜାତୀୟ ଅପସ୍ମାର ଦିବସ ଭାବେ ପାଳନ କରାଯାଇଥାଏ।
ଚଳିତ ବର୍ଷ ଏହା ଫେବୃୟାରୀ ୧୪ ତାରିଖରେ ପଡୁଛି। ଏହି ଦିନ ସ୍କୁଲ, କଲେଜ ତଥା ବିଭିନ୍ନ ଅନୁଷ୍ଠାନରେ ଅପସ୍ମାର ମାନସିକ ସମସ୍ୟାର ନିଦାନ ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥାଏ। ଏହି ଦିନ ସିଗ୍ନେଚର୍‌ ଅଭିଯାନ ସହ ଉକ୍ତ ସମସ୍ୟା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ବେଲୁନ୍‌ ଉଡ଼ାଯିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ। କିଭଳି ଏହି ସମସ୍ୟାରୁ ମୁକ୍ତି ମିଳିପାରିବ ସେନେଇ ପରାମର୍ଶ ମଧ୍ୟ ପ୍ରଦାନ କରାଯାଇଥାଏ। ଏହି ସମସ୍ୟାର ଲକ୍ଷଣ ଏବଂ ସେସବୁର ନିରାକରଣ କ୍ଷେତ୍ରରେ ଉପଯୋଗୀ ଚିକିତ୍ସା ଜ୍ଞାନକୌଶଳ ମାଧ୍ୟମ ବିଷୟରେ ମଧ୍ୟ ଅବଗତ କରାଯାଇଥାଏ।
ଅପସ୍ମାର ହେଉଛି ମସ୍ତିଷ୍କର ଏକ କ୍ରୋନିକ୍‌ ଅଣ-ସଂକ୍ରାମକ ସମସ୍ୟା, ଯାହା ସାରା ବିଶ୍ୱରେ ପ୍ରାୟ ୫୦ ନିୟୁତ ଲୋକଙ୍କୁ ପ୍ରଭାବିତ କରିଥାଏ। ଏହି ସମସ୍ୟା ଯୋଗୁ ବେଳେବେଳେ ଚେତନାଶକ୍ତି ହରାଇବା ସ୍ଥିତି ସୃଷ୍ଟି ହୋଇଥାଏ। ସମସ୍ୟା ଭୋଗୁଥିବା ବ୍ୟକ୍ତି ଯେକୌଣସି ସ୍ଥାନରେ ଚେତନା ହରାଉଥିବାରୁ ସଙ୍କଟଜନକ ଅବସ୍ଥା ଦେଖାଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri