ଅନ୍ତର୍ଜାତୀୟ ସ୍ତରରେ ଶିଶୁଙ୍କ ବିକାଶ ଏବଂ ଅଧିକାର ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ନଭେମ୍ବର ୨୦ରେ ଅନ୍ତର୍ଜାତୀୟ ଶିଶୁ ଦିବସ ପାଳନ କରାଯାଇଥାଏ।
୧୯୨୫ରେ ଶିଶୁ କଲ୍ୟାଣ ଉପରେ ଅନୁଷ୍ଠିତ ହୋଇଥିବା ବିଶ୍ୱ ସମ୍ମିଳନୀରେ ଜେନେଭାରେ ଅନ୍ତର୍ଜାତୀୟ ଶିଶୁ ଦିବସ ପାଳନ ସମ୍ପର୍କରେ ପ୍ରଥମେ ଘୋଷଣା କରାଯାଇଥିଲା। ୪ ନଭେମ୍ବର ୧୯୪୯ରେ, ମସ୍କୋରେ ମହିଳା ଅନ୍ତର୍ଜାତୀୟ ଡେମୋକ୍ରାଟିକ ଫେଡେରେଶନ ଦ୍ୱାରା ଶିଶୁ ସୁରକ୍ଷା ପାଇଁ ଅନ୍ତର୍ଜାତୀୟ ଦିବସ ଭାବରେ ୧ ଜୁନ୍କୁ ପାଳନ କରାଯିବାକୁ ଘୋଷଣା କରାଯାଇଥିଲା। ୧୯୫୦ ପରଠାରୁ, ଏହା ଅଧିକାଂଶ ଦେଶରେ ୧ ଜୁନ୍ରେ ପାଳନ କରାଯାଉଥିଲା। ତେବେ ମିଳିତ ଜାତିସଂଘ ସାଧାରଣ ସଭା ଦ୍ୱାରା ୨୦ ନଭେମ୍ବରରେ ଏହି ଦିବସ ପାଳନ କରିବାକୁ ୧୯୫୯ରେ ଘୋଷଣା କରାଯାଇଥିଲା।
ଏହା ପୂର୍ବରୁ ୧୮୫୭ରେ ଶିଶୁ ଦିବସ ଜୁନ୍ ମାସର ଦ୍ୱିତୀୟ ରବିବାର ଦିନ ମାସାଚୁସେଟ୍ସର ଚେଲ୍ସରେ ଥିବା ରେଡମିୟର ୟୁନିଭର୍ସାଲିଷ୍ଟ ଚର୍ଚ୍ଚର ପାଷ୍ଟର ରେଭରେଣ୍ଡ ଡକ୍ଟର ଚାର୍ଲସ ଲିଓନାର୍ଡଙ୍କ ଦ୍ୱାରା ଶିଶୁ ଦିବସ ଆରମ୍ଭ ହୋଇଥିଲା। ଲିଓନାର୍ଡ ଏହି ଦିନକୁ ରୋଜ୍ ଡେ ନାମରେ ନାମିତ କରିଥିଲେ।
ଏହି ଦିବସ ପାଳନ ଅବସରରେ ବିଶ୍ୱସ୍ତରରେ ବିଭିନ୍ନ ରାଷ୍ଟ୍ରର ଶିଶୁଙ୍କ ମଧ୍ୟରେ ପାରସ୍ପରିକ ଭାବର ଆଦାନ ପ୍ରଦାନ ଏବଂ ବୁଝାମଣାକୁ ପ୍ରୋତ୍ସାହିତ କରାଯାଇଥାଏ।
ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…
ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...
ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…
କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...
ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ
ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...
ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…
ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...
ଚୋରକୁ କାବୁ କରି ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…
ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...
ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…
ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...
ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା
ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍ ଶନିବାର ଠାରୁ...
ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ
ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...
Archives


