ରିଲାଏନ୍ସ ଟ୍ରେଣ୍ଡସର ଜବରଦସ୍ତ ଦୁର୍ଗାପୂଜା ଅଫର୍‌

ମୁମ୍ବାଇ,୨ା୧୦:ଚଳିତ ବର୍ଷର ପାର୍ବଣ ଋତୁରେ ଗ୍ରାହକଙ୍କ ପାଇଁ ଖୁସି ଓ ଆନନ୍ଦ ଆଣିବା ସହ ଭାରତର ସର୍ବବୃହତ୍‌ ଓ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲର ପୋଷାକ ଓ ଆସେସୋରିଜ୍‌ ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡସ ପକ୍ଷରୁ ଖୁସିର ପର୍ବ ଏବଂ ଶ୍ରେଷ୍ଠ ପୂଜା ଲୁକ୍‌ ପ୍ରତିଯୋଗିତା ସହିତ ଦୁର୍ଗାପୂଜା ଅଭିଯାନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ଦୁର୍ଗାପୂଜାକୁ ଗ୍ରାହକଙ୍କ ପାଇଁ ଅଧିକ ଆକର୍ଷଣୀୟ ଓ ଲାଭଦାୟକ କରିବା ପାଇଁ ଏହି ସ୍ବତନ୍ତ୍ର ପଦକ୍ଷେପ ଅଧୀନରେ ୩୪୯୯ ଟଙ୍କା କିମ୍ବା ତଦୂଦ୍ଧର୍‌ବ ମୂଲ୍ୟରେ କିଣାକିଣି କରୁଥିବା ଗ୍ରାହକଙ୍କୁ ମାତ୍ର ୨୪୯/୩୯୯ ଟଙ୍କାର ଏକ ଆକର୍ଷଣୀୟ ଉପହାର ମିଳିବ। ଏହି ସମୟ ମଧ୍ୟରେ ଗ୍ରାହକମାନେ ଶ୍ରେଷ୍ଠ ପୂଜା ଲୁକ୍‌ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ସହ ଆକର୍ଷଣୀୟ ପୁରସ୍କାର ଜିତିବାର ସୁଯୋଗ ପାଇବେ। ଟ୍ରେଣ୍ଡସ ଗ୍ରାହକଙ୍କଠାରୁ ଏଣ୍ଟ୍ରି ମଧ୍ୟ ଆମନ୍ତ୍ରଣ କରୁଛି, ଯେଉଁଠାରେ ସେମାନଙ୍କୁ ନିଜର ଏକ ସେଲ୍ଫି କ୍ଲିକ୍‌ କରିବାକୁ ପଡ଼ିବ କିମ୍ବା ୧ମିନିଟ୍‌ ରିଲ୍‌ ତିଆରି କରିବାକୁ ହେବ ଏବଂ ଏହାକୁ ସେମାନଙ୍କ ଇନ୍‌ଷ୍ଟାଗ୍ରାମ/ଫେସବୁକ୍‌ ପ୍ରୋଫାଇଲରେ ପୋଷ୍ଟ କରିବାକୁ ପଡ଼ିବ ଏବଂ ଶ୍ରେଷ୍ଠ ପୂଜା ଲୁକ୍‌ ପ୍ରତିଯୋଗିତାରେ ନିଜର ନାମ ଲେଖାଇବା ପାଇଁ @RelianceTrends ପୃଷ୍ଠାକୁ ଟ୍ୟାଗ୍‌ କରିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri